Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:13 - ପବିତ୍ର ବାଇବଲ

13 ସେମାନଙ୍କ ପିତ୍ରାଳୟରେ ସାତ ଜଣ ଭ୍ରାତା ଏହିପରି ଥିଲେ ମୀଖାୟେଲ, ମଶୁଲ୍ଲମ, ଶେବା, ଯୋରୟ, ଯାକନ୍, ସୀୟ ଓ ଏବର୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ ଓ ମଶୂଲ୍ଲମ୍ ଓ ଶେବା ଓ ଯୋରୟ ଓ ଯାକନ୍ ଓ ସୀୟ ଓ ଏବର, ସାତ ଜଣ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ, ମଶୁଲ୍ଲମ୍‍, ଶେବଃ, ଯୋରୟ, ଯାକନ୍‍, ସୀୟ ଓ ଏବର, ସାତ ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ, ମଶୁଲ୍ଲମ୍‍, ଶେବଃ, ଯୋରୟ, ଯାକନ୍‍, ସୀୟ ଓ ଏବର, ସାତ ଜଣ।

Gade chapit la Kopi




1 ବଂଶାବଳୀ 5:13
2 Referans Kwoze  

ଯୋୟେଲ ବାଶନର ପ୍ରଥମ ନେତା ଥିଲେ। ଶାଫମ୍ ଦ୍ୱିତୀୟ ନେତା ଥିଲେ। ଏହା ପରେ ଯାନୟ ନେତା ହେଲେ।


ଏହି ବ୍ୟକ୍ତିମାନେ ଅବୀହେଲିୟର ବଂଶଧର ଥିଲେ। ଅବୀହେଲିୟ ହୂରିଙ୍କର ପୁତ୍ର ଥିଲେ। ହୂରି ଯାରୋହଙ୍କ ପୁତ୍ର, ଯାରୋହ ଗିଲିୟଦଙ୍କ ପୁତ୍ର। ଗିଲିୟଦ୍ ମୀଖାୟେଲଙ୍କ ପୁତ୍ର, ମୀଖାୟେଲ ଯିହିଶୟଙ୍କ ପୁତ୍ର, ଯିହିଶୟ ଯହଦୋଙ୍କ ପୁତ୍ର, ଯହଦୋ ବୂ‌ଷ୍‌ଙ୍କ ପୁତ୍ର ଥିଲେ।


Swiv nou:

Piblisite


Piblisite