1 ବଂଶାବଳୀ 5:21 - ପବିତ୍ର ବାଇବଲ21 ସେମାନେ ହାଗରୀୟ ଲୋକମାନଙ୍କର ପଶୁଗଣକୁ ନେଇଗଲେ। ସେମାନେ 50,000 ଓଟ, 250,000 ମେଷ, 2,000 ଗଧ ଓ 100,000 ଲୋକଙ୍କୁ ନେଇଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର ଓ ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ ଓ ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇ ଗଲେ। Gade chapit laଓଡିଆ ବାଇବେଲ21 ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇ ଗଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇଗଲେ। Gade chapit la |
ମନଃଶି, ରୁବେନ୍ ଓ ଗାଦ୍ ଗୋଷ୍ଠୀୟର ଏହି ଲୋକମାନେ ଯୁଦ୍ଧ କ୍ଷେତ୍ରରେ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କୁ ଯେପରି ସାହାଯ୍ୟ କରନ୍ତି, ଏଥିନିମନ୍ତେ ସେମାନେ ତାଙ୍କ ନିକଟରେ ବିନତି କଲେ। କାରଣ ସେମାନେ ତାଙ୍କଠାରେ ବିଶ୍ୱାସ କରୁଥିଲେ। ତେଣୁ ପରମେଶ୍ୱର ସେମାନଙ୍କୁ ସାହାଯ୍ୟ କଲେ। ହାଗରୀୟ ଲୋକମାନଙ୍କୁ ପରାସ୍ତ କରିବାକୁ ପରମେଶ୍ୱର ସେମାନଙ୍କୁ ଅନୁମତି ଦେଲେ। ଆହୁରି ମଧ୍ୟ ସେମାନେ ହାଗରୀୟ ଲୋକମାନଙ୍କ ସହିତରେ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ପରାସ୍ତ କଲେ।