1 ବଂଶାବଳୀ 5:9 - ପବିତ୍ର ବାଇବଲ9 ବେଲାଙ୍କ ବଂଶଧରମାନ ପୂର୍ବଦିଗରେ ମରୁଭୂମିର ସୀମାବର୍ତ୍ତୀ ଫରାତ୍ ନଦୀ ନିକଟରେ ବାସ କରୁଥିଲେ। ଗିଲିୟଦରେ ସେମାନଙ୍କର ଅନେକ ଗୋପଲ ଥିବାରୁ ସେମାନେ ସେହି ସ୍ଥାନରେ ବାସ କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି ପୂର୍ବଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ। Gade chapit laଓଡିଆ ବାଇବେଲ9 ପୁଣି, ପୂର୍ବଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ପୂର୍ବ ଦିଗରେ ସେ ଫରାତ୍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ। Gade chapit la |