Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:10 - ପବିତ୍ର ବାଇବଲ

10 ଯୋହାନନ୍ ଅସରିୟଙ୍କ ପିତା ଥିଲେ (ଶଲୋମନ୍ ଯିରୁଶାଲମରେ ଯେଉଁ ମନ୍ଦିର ନିର୍ମାଣ କରିଥିଲେ ସେଠାରେ ଏହି ଅସରିୟ ଯାଜକ ଭାବେ କାର୍ଯ୍ୟ କରୁଥିଲେ)।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ ଯୋହାନନ୍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା।

Gade chapit la Kopi

ଓଡିଆ ବାଇବେଲ

10 ଆଉ ଯୋହାନନ୍‍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକକର୍ମ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଯୋହାନନ୍‍ ଅସରୀୟକୁ ଜାତ କଲା, ଏହି ଅସରୀୟ ଯିରୂଶାଲମରେ ଶଲୋମନ ନିର୍ମିତ ମନ୍ଦିରରେ ଯାଜକ କର୍ମ କଲା।

Gade chapit la Kopi




1 ବଂଶାବଳୀ 6:10
6 Referans Kwoze  

ମନ୍ଦିରର ସମ୍ମୁଖ ଭାଗ ଅଗଣା କୋଡ଼ିଏ ହାତ ମନ୍ଦିର ସହିତ ସମାନ ପ୍ରସ୍ଥ ଥିଲା ଓ 120 ହାତ ଉଚ୍ଚତା ବିଶିଷ୍ଟ ଥିଲା। ଏହି ଅଗଣାର ସମ୍ମୁଖ ଭାଗର ଭିତର ଅଂଶକୁ ଶଲୋମନ ଶୁଦ୍ଧ ସୁବର୍ଣ୍ଣରେ ଢାଙ୍କି ଥିଲେ।


ଯିରୁଶାଲମର ମୋରିୟା ପର୍ବତ ଉପରେ ଶଲୋମନ ସଦାପ୍ରଭୁଙ୍କର ମନ୍ଦିରର ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ। ଏହି ମୋରିୟା ପର୍ବତ ଉପରେ ସଦାପ୍ରଭୁ ଶଲୋମନଙ୍କ ବାପା ଦାଉଦଙ୍କ ନିକଟରେ ଆବିର୍ଭାବ ହୋଇଥିଲେ। ଦାଉଦ ଯେଉଁ ସ୍ଥାନ ପ୍ରସ୍ତୁତ କରିଥିଲେ, ଶଲୋମନ ସେହି ସ୍ଥାନ ଉପରେ ମନ୍ଦିର ନିର୍ମାଣ କଲେ। ସେହି ସ୍ଥାନଟି ଯିବୂଷୀୟ ଅରୁଣାହଃ ଗହମ ଦଳନ ସ୍ଥାନ ଥିଲା।


ଏହିମାନେ ଥିଲେ ତାଙ୍କର ଅଧିପତି ଯେ କି ତାଙ୍କୁ ରାଜ୍ୟ ଶାସନରେ ସାହାଯ୍ୟ କରୁଥିଲେ। ସେମାନେ ସାଦୋକର ପୁତ୍ର ଯାଜକ ଅସରିୟ ପୁତ୍ରଗଣ ଥିଲେ। ଯଥା: ସାଦୋକର ପୁତ୍ର ଅସରିୟ ଯାଜକ।


ଅହୀମାସ ଅସରିୟଙ୍କ ପିତା ଥିଲେ। ଅସରିୟ ଯୋହାନ‌ନଙ୍କ ପିତା ଥିଲେ।


Swiv nou:

Piblisite


Piblisite