Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:19 - ପବିତ୍ର ବାଇବଲ

19 ମରାରିଙ୍କ ପୁତ୍ରମାନେ ଥିଲେ ମହଲି ଓ ମୂଶି। ଲେବୀଙ୍କ ଗୋଷ୍ଠୀଗୁଡ଼ିକର ଏହା ହିଁ ଏକ ତାଲିକା ଅଟେ। ସେମାନଙ୍କ ପିତାଗଣଙ୍କର ନାମାନୁସାରେ ହିଁ ସେମାନଙ୍କର ନାମ ତାଲିକାଭୁକ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।

Gade chapit la Kopi

ଓଡିଆ ବାଇବେଲ

19 ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।

Gade chapit la Kopi




1 ବଂଶାବଳୀ 6:19
9 Referans Kwoze  

ମରାରିଙ୍କ ପୁତ୍ରମାନେ ଥିଲେ ମହଲି ଓ ମୂଶି। ମହଲିଙ୍କ ପୁତ୍ରମାନେ ଥିଲେ ଇଲୀୟାସର ଓ କୀଶ୍।


ମରାରିଙ୍କ ବଂଶଧରମାନେ ଥିଲେ ମହଲି ଓ ମୂଶି ଓ ଯାସିୟ ତାଙ୍କର ପୁତ୍ର ଥିଲେ।


ପୁଣି ଆପଣା ବଂଶ ଅନୁସାରେ ମରାରିର ପରିବାରବର୍ଗର ନାମ ମହଲି ଓ ମୂଶି। ଏମାନେ ଆପଣା ପିତୃଗୃହ ଅନୁସାରେ ଲେବୀୟମାନଙ୍କ ବଂଶ।


ମରାରିର ସନ୍ତାନମାନେ ଥିଲେ, ମହଲି ଓ ମୂଶି, ଏହିସବୁ ବଂଶ ଇସ୍ରାଏଲୀୟ ଲେବୀ ବଂଶୀୟ ଥିଲେ।


ମହଲୀୟ ପରିବାରବର୍ଗ ଏବଂ ମୂଶୀୟ ପରିବାରବର୍ଗ ମରାରୀୟଠାରୁ ଉତ୍ପନ୍ନ ହେଲେ। ଏମାନେ ମରାରୀୟ ପରିବାର ଅନ୍ତର୍ଭୁକ୍ତ।


କହାତଙ୍କ ପୁତ୍ରମାନେ ଥିଲେ ଅମ୍ରାମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


ଏହିମାନେ ଗେର୍ଶୋନଙ୍କ ବଂଶଧର ଥିଲେ: ଲି‌ବ୍‌ନି ଗେର୍ଶୋନଙ୍କ ପୁତ୍ର ଥିଲେ। ଯହତ୍, ଲି‌ବ୍‌ନିଙ୍କ ପୁତ୍ର ଥିଲେ। ସିମ୍ମ ଯହତଙ୍କ ପୁତ୍ର ଥିଲେ।


ଅହୀଟୂବ୍ ସାଦୋକଙ୍କ ପିତା ଥିଲେ। ସାଦୋକ ଶଲ୍ଲୁ‌ମ୍‌ଙ୍କ ପିତା ଥିଲେ।


Swiv nou:

Piblisite


Piblisite