1 ବଂଶାବଳୀ 6:4 - ପବିତ୍ର ବାଇବଲ4 ଇଲିୟାସର ପୀନ୍ହସଙ୍କ ପିତା ଥିଲେ। ପୀନ୍ହସ୍ ଅବିଶୂୟଙ୍କ ପିତା ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବିଶୂୟକୁ ଜାତ କଲା; Gade chapit laଓଡିଆ ବାଇବେଲ4 ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବୀଶୂୟକୁ ଜାତ କଲା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଇଲୀୟାସର ପୀନହସ୍କୁ ଜାତ କଲା, ପୀନହସ୍ ଅବୀଶୂୟକୁ ଜାତ କଲା; Gade chapit la |
ସେଠାରେ ଜଣେ ଯାଜକ ଥିଲେ ତାଙ୍କର ନାମ ଥିଲା ପୀନହସ୍। ସେ ଇଲିୟାସରର ବଂଶଧର ଥିଲେ। ଇଲିୟାସର ଥିଲା ହାରୋଣଙ୍କର ପୁତ୍ର। ଇସ୍ରାଏଲର ଲୋକମାନେ ପଗ୍ଭରିଲେ, “ବିନ୍ୟାମୀନର ଲୋକମାନେ ଆମ୍ଭର ସମ୍ପର୍କୀୟ। ଆମ୍ଭର ତାଙ୍କ ସହିତ ଯୁଦ୍ଧ କରିବା ଉଚିତ୍ ନା ଯୁଦ୍ଧ ବନ୍ଦ କରିବା ଉଚିତ୍?” ସଦାପ୍ରଭୁ କହିଲେ, “ଆସନ୍ତା କାଲି ଯାଅ ଓ ସେମାନଙ୍କୁ ପରାସ୍ତ କର। ସେମାନଙ୍କୁ ପରାସ୍ତ କରିବା ପାଇଁ ମୁଁ ତୁମ୍ଭମାନଙ୍କୁ ସହାୟ ହେବି।”