Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:41 - ପବିତ୍ର ବାଇବଲ

41 ମ‌ଲ୍‌କିୟର ଇତ୍‌ନିଙ୍କ ପୁତ୍ର ଥିଲେ। ଇତ୍‌ନି ସେରହଙ୍କ ପୁତ୍ର ଥିଲେ। ସେରହ ଅଦାୟାଙ୍କ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ସେ ଇତ୍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;

Gade chapit la Kopi

ଓଡିଆ ବାଇବେଲ

41 ସେ ଇତ୍‍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ସେ ଇତ୍‍ନିର ପୁତ୍ର, ସେ ସେରହର ପୁତ୍ର, ସେ ଅଦାୟାର ପୁତ୍ର;

Gade chapit la Kopi




1 ବଂଶାବଳୀ 6:41
3 Referans Kwoze  

ଶିମିୟ ମୀଖାୟେଲଙ୍କ ପୁତ୍ର ଥିଲେ। ମୀଖାୟେଲ ବାସେୟଙ୍କ ପୁତ୍ର ଥିଲେ। ବାସେୟ ମ‌ଲ୍‌କିୟରଙ୍କ ପୁତ୍ର ଥିଲେ।


ଅଦାୟା ଏଥ‌ନଙ୍କ ପୁତ୍ର ଥିଲେ। ଏଥନ୍ ସିମ୍ମଙ୍କ ପୁତ୍ର ଥିଲେ। ସିମ୍ମ ଶିମିୟଙ୍କ ପୁତ୍ର ଥିଲେ।


ଏବଂ ସେହି ସହର ଆଜି ପର୍ଯ୍ୟନ୍ତ ସେହି ଯିଫୁନ୍ନିର ପୁତ୍ର କାଲେ‌ବ୍‌ର ବଂଶଧରମାନେ ଭୋଗ କରୁଛନ୍ତି। ସେମାନେ ହେଲେ କନିସୀୟ, ଯେଉଁମାନେ କି ହିବ୍ରୋଣକୁ ଅଧିକାର କରିଛନ୍ତି। ସେ ଭୂମି ଆଜି ପର୍ଯ୍ୟନ୍ତ ତାଙ୍କର ଅଧିକାରରେ ଅଛି କାରଣ ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ସମ୍ପୂର୍ଣ୍ଣ ରୂପେ ଅନୁଗତ ଥିଲେ।


Swiv nou:

Piblisite


Piblisite