Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 6:44 - ପବିତ୍ର ବାଇବଲ

44 ମରାରିଙ୍କ ବଂଶଧରମାନେ ହେମନ୍ ଓ ଆସ‌ଫ୍‌ଙ୍କ ଆତ୍ମୀୟ ଥିଲେ। ସେମାନେ ହେମ‌ନଙ୍କ ବାମ ପାର୍ଶ୍ୱସ୍ଥ ସଙ୍ଗୀତ ଦଳ ଥିଲେ। ଏଥନ କୀଶିଙ୍କ ପୁତ୍ର ଥିଲେ। କୀଶି ଅବଦିଙ୍କ ପୁତ୍ର ଥିଲେ। ଅବଦି ମାଲ୍ଲୁକଙ୍କ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ବାମଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍ କୀଶିର ପୁତ୍ର, ସେ ଅବ୍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;

Gade chapit la Kopi

ଓଡିଆ ବାଇବେଲ

44 ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍‍ କୀଶିର ପୁତ୍ର, ସେ ଅବ୍‍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ବାମ ଭାଗରେ ସେମାନଙ୍କ ଭ୍ରାତୃଗଣ ମରାରିର ସନ୍ତାନମାନେ ଠିଆ ହେଲେ; ଏଥନ୍‍ କୀଶିର ପୁତ୍ର, ସେ ଅବ୍‍ଦିର ପୁତ୍ର, ସେ ମଲ୍ଲୁକର ପୁତ୍ର;

Gade chapit la Kopi




1 ବଂଶାବଳୀ 6:44
7 Referans Kwoze  

ସଦାପ୍ରଭୁ, ମୁଁ ଚିରଦିନ ତୁମ୍ଭର ଦୟା ବିଷୟରେ ଗାନ କରିବି। ମୋ’ ମୁଖରେ, ମୁଁ ତୁମ୍ଭର ବିଶ୍ୱସ୍ତତା ବିଷୟରେ ବଂଶାନୁକ୍ରମ ପର୍ଯ୍ୟନ୍ତ ଗାଉଥିବି।


ହେମନ ସଦାପ୍ରଭୁଙ୍କ ମନ୍ଦିରରେ ଗୀତଗାୟନ କରିବାକୁ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦେଶ ଦେଲେ। ସେହି ପୁତ୍ରମାନେ ଗିନି, ସାରଙ୍ଗ ଓ ବୀଣା ବଜାଉଥିଲେ। ସେମାନେ ଏହି ପ୍ରକାରେ ପରମେଶ୍ୱରଙ୍କ ମନ୍ଦିରରେ ସେବାକାର୍ଯ୍ୟ କରୁଥିଲେ। ରାଜା ଦାଉଦ ଏହିସବୁ ବ୍ୟକ୍ତିମାନଙ୍କୁ ମନୋନୀତ କରିଥିଲେ: ଆସଫ, ଯିଦୁଥୂନ ଓ ହେମନ।


ଯିଦୂଥୂନଙ୍କ ପରିବାରରୁ: ଗଦଲିୟ, ସରୀ, ଯିଶାୟାହ, ହଶବିୟ ଓ ମତ୍ତଥିୟ। ସେମାନେ ସମୁଦାୟ ଛଅ ଜଣ ଥିଲେ ଯିଦୂଥୂନ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦେଶ ଦେଲେ। ପରମେଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବା ଓ ସଦାପ୍ରଭୁଙ୍କର ଧନ୍ୟବାଦ, ପ୍ରଶଂସା କରିବା ନିମନ୍ତେ ଯିଦୂଥୂନ ବୀଣାଯନ୍ତ୍ରର ବ୍ୟବହାର କରୁଥିଲେ।


ଦାଉଦ ଓ ସେନାଧ୍ୟକ୍ଷମାନେ ଆସଫର ପୁତ୍ରମାନଙ୍କୁ ଏକ ବିଶେଷ ସେବାକାର୍ଯ୍ୟ କରିବା ନିମନ୍ତେ ପୃଥକ କଲେ। ଆସଫଙ୍କର ପୁତ୍ରମାନେ ଥିଲେ ହେମନ ଓ ଯିଦୂଥୂନ। ବୀଣା, ସାରଙ୍ଗ ଓ ଗିନି ବଜାଇ ପରମେଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବା ହିଁ ସେମାନଙ୍କର ବିଶେଷ କାର୍ଯ୍ୟ ଥିଲା। ଯେଉଁମାନେ ଏହି ପ୍ରକାର ଭାବରେ ସେବାକାର୍ଯ୍ୟ କରୁଥିଲେ, ସେମାନଙ୍କର ତାଲିକା ଏହି:


ଏହା ପରେ ଲେବୀୟମାନେ ହେମନ ଏବଂ ତାଙ୍କ ଭ୍ରାତାଗଣ ଆସଫ ଓ ଏଥନଙ୍କୁ ଆଣିଲେ। ହେମନ ଯୋୟେଲଙ୍କ ପୁତ୍ର ଥିଲେ। ଆସଫ ବେରିଖିୟଙ୍କ ପୁତ୍ର ଥିଲେ। ଏଥନ କୁଶାୟାଙ୍କ ପୁତ୍ର ଥିଲେ। ଏହି ଲୋକମାନେ ମରାରି ପରିବାରବର୍ଗର ଥିଲେ।


ଶିମିୟ ଯହତଙ୍କ ପୁତ୍ର ଥିଲେ। ଯହତ୍ ଗେର୍ଶୋନଙ୍କ ପୁତ୍ର ଥିଲେ। ଗେର୍ଶୋନ ଲେବୀଙ୍କ ପୁତ୍ର ଥିଲେ।


ମାଲ୍ଲୁକ ହଶବିୟଙ୍କ ପୁତ୍ର ଥିଲେ। ହଶବିୟ ଅମତ୍‌ସିୟଙ୍କ ପୁତ୍ର ଥିଲେ। ଅମତ୍‌ସିୟ ହି‌ଲ୍‌‌‌କିୟଙ୍କ ପୁତ୍ର ଥିଲେ।


Swiv nou:

Piblisite


Piblisite