1 ବଂଶାବଳୀ 6:9 - ପବିତ୍ର ବାଇବଲ9 ଅହୀମାସ ଅସରିୟଙ୍କ ପିତା ଥିଲେ। ଅସରିୟ ଯୋହାନନଙ୍କ ପିତା ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା; Gade chapit laଓଡିଆ ବାଇବେଲ9 ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଅହୀମାସ୍ ଅସରୀୟକୁ ଜାତ କଲା, ଅସରୀୟ ଯୋହାନନ୍କୁ ଜାତ କଲା; Gade chapit la |
ସାଦୋକ୍ ବଂଶର ମୁଖ୍ୟଯାଜକ ଅସରିୟ ହିଜକିୟଙ୍କୁ କହିଲେ, “ଲୋକମାନେ ଯେଉଁ ସମୟଠାରୁ ସଦାପ୍ରଭୁଙ୍କ ଗୃହକୁ ଉପହାରସବୁ ଆଣିବା ଆରମ୍ଭ କଲେ, ସେହି ସମୟଠାରୁ ଆମ୍ଭେମାନେ ପ୍ରଚୁର ଖାଦ୍ୟ ଭୋଜନ କରିବାକୁ ପାଉଅଛୁ। ଆମ୍ଭମାନଙ୍କ ଉଦର ପୂର୍ଣ୍ଣ ହେବା ପର୍ଯ୍ୟନ୍ତ ଆମ୍ଭେମାନେ ଭୋଜନ କରି ସାରିଲୁଣି ଓ ଆହୁରି ପ୍ରଚୁର ବଳି ପଡ଼ିଅଛି! ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଆଶୀର୍ବାଦ କରିଛନ୍ତି। ସେଥିନିମନ୍ତେ ଆମ୍ଭମାନଙ୍କର ଏତେ ଖାଦ୍ୟ ବଳିପଡ଼ୁଅଛି।”