1 ବଂଶାବଳୀ 7:11 - ପବିତ୍ର ବାଇବଲ11 ଯିଦୀୟେଲଙ୍କ ସବୁ ପୁତ୍ର ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନଙ୍କ ମଧ୍ୟରେ ଯୁଦ୍ଧ ନିମନ୍ତେ ପ୍ରସ୍ତୁତ 17,200 ଜଣ ସୈନ୍ୟ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଯିହୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ। Gade chapit laଓଡିଆ ବାଇବେଲ11 ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯିଦୀୟେଲର ଏହି ସମସ୍ତ ପୁତ୍ର ଆପଣା ଆପଣା ପିତୃବଂଶର ପ୍ରଧାନତାନୁସାରେ ଯୁଦ୍ଧାର୍ଥେ ସୈନ୍ୟ ମଧ୍ୟରେ ଗମନ-ସମର୍ଥ ସତର ହଜାର ଦୁଇ ଶହ ମହାବିକ୍ରମଶାଳୀ ଲୋକ ଥିଲେ। Gade chapit la |