Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:13 - ପବିତ୍ର ବାଇବଲ

13 ନପ୍ତାଲିଙ୍କ ପୁତ୍ରମାନେ ଥିଲେ ଯହସିୟେଲ, ଗୂନି, ଯେତ୍‌ସର ଓ ଶଲ୍ଲୁମ୍। ଏବଂ ଏହିମାନେ ବି‌ଲ୍‌ହାଙ୍କର ବଂଶଧର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ନପ୍ତାଲିର ପୁତ୍ରଗଣ; ଯହସୀୟେଲ୍ ଓ ଗୂନି ଓ ଯେତ୍ସର ଓ ଶଲ୍ଲୁମ୍, ଏମାନେ ବିଲ୍ହାର ବଂଶ।

Gade chapit la Kopi

ଓଡିଆ ବାଇବେଲ

13 ନପ୍ତାଲିର ପୁତ୍ରଗଣ; ଯହସୀୟେଲ, ଗୂନି, ଯେତ୍ସର ଓ ଶଲ୍ଲୁମ୍‍, ଏମାନେ ବିଲ୍‌ହାର ବଂଶ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ନପ୍ତାଲିର ପୁତ୍ରଗଣ; ଯହସୀୟେଲ୍‍, ଗୂନି, ଯେତ୍ସର ଓ ଶଲ୍ଲୁମ୍‍, ଏମାନେ ବିଲ୍‌ହାର ବଂଶ।

Gade chapit la Kopi




1 ବଂଶାବଳୀ 7:13
6 Referans Kwoze  

ଇସ୍ରାଏଲ ଯେତେବେଳେ ସେଠାରେ ରହୁଥିଲେ, ରୁବେନ୍ ଯାଇ ବିଲହା ସହିତ ଶୟନ କଲା। ଯିଏ ଇସ୍ରାଏଲର ଉପପତ୍ନୀ ଥିଲା। ଏହି ବିଷୟରେ ଇସ୍ରାଏଲ ଜାଣିବାକୁ ପାଇଲେ। ଇସ୍ରାଏଲର ବାରଟି ପୁତ୍ର ଥିଲେ।


ଶୁପ୍ପୀମ ଓ ହୁପ୍ପୀମମାନେ ଈର୍ ବଂଶଧର ଥିଲେ। ହୂଶୀମ ଅହେରଙ୍କର ପୁତ୍ର ଥିଲେ।


ଏହିମାନେ ମନଃଶିଙ୍କର ବଂଶଧର ଥିଲେ: ମନଃଶି ଓ ତାଙ୍କର ଅରାମୀୟ ଦାସୀଙ୍କଠାରୁ ଅସ୍ରୀୟେଲ ନାମକ ପୁତ୍ର ଜାତ ହୋଇଥିଲା। ସେମାନଙ୍କର ମାଖୀର ନାମକ ମଧ୍ୟ ପୁତ୍ରଟିଏ ଥିଲା। ମାଖୀର ଗିଲିୟଦଙ୍କ ପିତା ଥିଲେ।


Swiv nou:

Piblisite


Piblisite