Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:14 - ପବିତ୍ର ବାଇବଲ

14 ଏହିମାନେ ମନଃଶିଙ୍କର ବଂଶଧର ଥିଲେ: ମନଃଶି ଓ ତାଙ୍କର ଅରାମୀୟ ଦାସୀଙ୍କଠାରୁ ଅସ୍ରୀୟେଲ ନାମକ ପୁତ୍ର ଜାତ ହୋଇଥିଲା। ସେମାନଙ୍କର ମାଖୀର ନାମକ ମଧ୍ୟ ପୁତ୍ରଟିଏ ଥିଲା। ମାଖୀର ଗିଲିୟଦଙ୍କ ପିତା ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମନଃଶିର ପୁତ୍ରଗଣ; ଅସ୍ରୀୟେଲ, ଏହାକୁ ତାହାର ଭାର୍ଯ୍ୟା ପ୍ରସବ କଲା; (ତାହାର ଅରାମୀୟା ଉପପନିୀ, ଗିଲୀୟଦର ପିତା ମାଖୀର୍କୁ ପ୍ରସବ କଲା;

Gade chapit la Kopi

ଓଡିଆ ବାଇବେଲ

14 ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ |

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମନଃଶିଙ୍କର ପୁତ୍ରଗଣ; ଅସ୍ରୀୟେଲ ଏବଂ ମାଖୀର, ମନଃଶିଙ୍କର ଅରାମୀୟା ଉପପତ୍ନୀଠାରୁ ଜନ୍ମ ନେଲେ; ଏହି ମାଖୀର ଗିଲୀୟଦର ପିତା ଥିଲେ।

Gade chapit la Kopi




1 ବଂଶାବଳୀ 7:14
13 Referans Kwoze  

“ଇଫ୍ରୟିମର ସନ୍ତାନଗଣ ଆସିଲେ। ଅମାଲେକ ପର୍ବତମାଳାରୁ ତୁମ୍ଭ ପଛେ ବିନ୍ୟାମୀନ ଥିଲେ ତୁମ୍ଭ ଲୋକମାନେ ମଧ୍ୟ ମାଖୀରଠାରୁ ଶାସନକର୍ତ୍ତାମାନେ ସବୁଲୂନ୍ ପରିବାରବର୍ଗଠାରୁ ସୈନ୍ୟଗଣନାକାରୀ ଦଣ୍ତାଧାରମାନେ ଓହ୍ଲାଇ ଆସିଲେ।


ଅର୍ଦ୍ଧେକ ଗିଲିୟଦ, ଅଷ୍ଟାରୋତ୍, ଇଦ୍ରିୟୀ ସହ ଏହି ଦେଶ ସାମିଲ୍ ଥିଲା। ମନଃଶିର ପୁତ୍ର ମାଖୀରର ବଂଶଧରଗଣଙ୍କୁ ଏହିସବୁ ଦେଶ ଦିଆଯାଇଥିଲା। ଅର୍ଦ୍ଧେକ ଉତ୍ତରାଧିକାରୀ ଏହି ଦେଶ ପାଇଲେ।


ଯୋଷେଫଙ୍କ ପୁତ୍ର ମନଃଶି, ମନଃଶିଙ୍କର ପୁତ୍ର ମାଖୀର, ମାଖୀରର ପ୍ରପୌତ୍ର ଗିଲିୟଦ, ଗିଲିୟଦର ପୌତ୍ର ହେଫର ଓ ହେଫରର ପୁତ୍ର ସଲଫାଦ। ଏହି ସଲଫାଦର ପାଞ୍ଚୋଟି କନ୍ୟା ଥିଲେ। ସେମାନେ ହେଲେ ମହଲା, ନୋୟା, ହ‌‌ଗ୍‌‌ଲା, ମି‌ଲ୍‌କା ଓ ତର୍ସା।


ଯୋଷେଫ ଇଫ୍ରୟିମର ତୃତୀୟ ପୁରୁଷ ପର୍ଯ୍ୟନ୍ତ ସନ୍ତାନସନ୍ତତି ଦେଖିଲେ। ଯୋଷେଫ ମନଃଶିର, ମାଖୀର୍ ନାମକ ପୁତ୍ରର ଶିଶୁ ସନ୍ତାନମାନଙ୍କୁ କୋଳ କଲେ।


ଯେତେବେଳେ ଇ‌ସ୍‌ହାକ ରିବିକାକୁ ବିବାହ କଲେ, ସେତେବେଳେ ତାଙ୍କୁ ଗ୍ଭଳିଶ୍ ବର୍ଷ ହୋଇଥିଲା। ଯିଏ କି ବଥୂୟେଲର କନ୍ୟା, ଅରାମୀୟ ପଦ୍ଦନ୍-ଅରାମୀୟ ଏବଂ ଅରାମୀୟ ଲାବନର ଭଗିନୀ।


ନପ୍ତାଲିଙ୍କ ପୁତ୍ରମାନେ ଥିଲେ ଯହସିୟେଲ, ଗୂନି, ଯେତ୍‌ସର ଓ ଶଲ୍ଲୁମ୍। ଏବଂ ଏହିମାନେ ବି‌ଲ୍‌ହାଙ୍କର ବଂଶଧର ଥିଲେ।


ମାଖୀର ହୁପ୍ପୀମ ଓ ଶୁପ୍ପୀମ ପାଇଁ ଜଣେ ଜଣେ ସ୍ତ୍ରୀକୁ ନେଲେ। ମାଖୀରଙ୍କ ଭଉଣୀର ନାମ ଥିଲା ମାଖା। ତା'ର ଦ୍ୱିତୀୟ ପୁତ୍ରର ନାମ ସ‌‌ଲ୍‌ଫାଦ ଥିଲା। ସ‌‌ଲ୍‌ଫାଦର କେବଳ କନ୍ୟାମାନେ ଥିଲେ।


ଯୋଷେଫଙ୍କ ଦୁଇପୁତ୍ର ହେଲେ ମନଃଶି ଓ ଇଫ୍ରୟିମ। ଏମାନେ ପ୍ରତ୍ୟେକ ଏକ ଏକ ପରିବାରବର୍ଗ ହେଲେ।


Swiv nou:

Piblisite


Piblisite