Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:15 - ପବିତ୍ର ବାଇବଲ

15 ମାଖୀର ହୁପ୍ପୀମ ଓ ଶୁପ୍ପୀମ ପାଇଁ ଜଣେ ଜଣେ ସ୍ତ୍ରୀକୁ ନେଲେ। ମାଖୀରଙ୍କ ଭଉଣୀର ନାମ ଥିଲା ମାଖା। ତା'ର ଦ୍ୱିତୀୟ ପୁତ୍ରର ନାମ ସ‌‌ଲ୍‌ଫାଦ ଥିଲା। ସ‌‌ଲ୍‌ଫାଦର କେବଳ କନ୍ୟାମାନେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏହି ମାଖୀର୍ ହୁପ୍‍ପୀମ୍ ଓ ଶୁପ୍‍ପୀମ୍ ସମ୍ଵନ୍ଧୀୟା ଏକ ସ୍ତ୍ରୀକି ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା); ଆଉ ଦ୍ଵିତୀୟର ନାମ ସଲ୍ଫାଦ୍ ଓ ସଲ୍ଫାଦର କନ୍ୟାମାନେ ଥିଲେ।

Gade chapit la Kopi

ଓଡିଆ ବାଇବେଲ

15 ଏହି ମାଖୀର ହୁପ୍‍ପୀମ୍‍ ଓ ଶୁପ୍‍ପୀମ୍‍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍‍ଫାଦ୍‍ ଓ ସଲଫାଦର କନ୍ୟାମାନେ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହି ମାଖୀର ହୁପ୍ପୀମ୍‍ ଓ ଶୁପ୍ପୀମ୍‍ ସମ୍ବନ୍ଧୀୟା ଏକ ସ୍ତ୍ରୀକୁ ବିବାହ କଲା, ସେମାନଙ୍କ ଭଗିନୀର ନାମ ମାଖା ଥିଲା; ଆଉ ଦ୍ୱିତୀୟର ନାମ ସଲ୍‍ଫାଦ୍‍ ଓ ସଲଫାଦର କନ୍ୟାମାନେ ଥିଲେ।

Gade chapit la Kopi




1 ବଂଶାବଳୀ 7:15
7 Referans Kwoze  

ସେହି ହେଫରର ପୁତ୍ର ସଲଫାଦର ପୁତ୍ର ନ ଥିଲା, କେବଳ ପାଞ୍ଚୋଟି କନ୍ୟା ଥିଲା। ସେମାନେ ହେଲେ ମହଲା, ନୋୟା, ହ‌‌ଗ୍‌‌ଲା, ମି‌ଲ୍‌କା ଓ ତିର୍ସା


ଏବଂ ନାହୋରର ରୂମା ନାମ୍ନୀ ଦାସୀଠାରୁ ଟେବହ, ଗହନ୍, ତହଶ୍ ଓ ମାଖା ଏମାନେ ଜନ୍ମ ନେଲେ।


ଶୁପ୍ପୀମ ଓ ହୁପ୍ପୀମମାନେ ଈର୍ ବଂଶଧର ଥିଲେ। ହୂଶୀମ ଅହେରଙ୍କର ପୁତ୍ର ଥିଲେ।


ଏହିମାନେ ମନଃଶିଙ୍କର ବଂଶଧର ଥିଲେ: ମନଃଶି ଓ ତାଙ୍କର ଅରାମୀୟ ଦାସୀଙ୍କଠାରୁ ଅସ୍ରୀୟେଲ ନାମକ ପୁତ୍ର ଜାତ ହୋଇଥିଲା। ସେମାନଙ୍କର ମାଖୀର ନାମକ ମଧ୍ୟ ପୁତ୍ରଟିଏ ଥିଲା। ମାଖୀର ଗିଲିୟଦଙ୍କ ପିତା ଥିଲେ।


ମାଖୀରଙ୍କ ସ୍ତ୍ରୀ ମାଖାଙ୍କର ପୁତ୍ରଟିଏ ହୋଇଥିଲା। ମାଖା ଏହି ପୁତ୍ରର ନାମ ପରେଶ ଦେଲେ। ତା'ର ଭାଇଙ୍କ ନାମ ଥିଲା ଶେରଶ। ଶେରଶଙ୍କ ପୁତ୍ରମାନେ ଥିଲେ ଉଲମ୍ ଓ ରେକମ୍।


Swiv nou:

Piblisite


Piblisite