Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:16 - ପବିତ୍ର ବାଇବଲ

16 ମାଖୀରଙ୍କ ସ୍ତ୍ରୀ ମାଖାଙ୍କର ପୁତ୍ରଟିଏ ହୋଇଥିଲା। ମାଖା ଏହି ପୁତ୍ରର ନାମ ପରେଶ ଦେଲେ। ତା'ର ଭାଇଙ୍କ ନାମ ଥିଲା ଶେରଶ। ଶେରଶଙ୍କ ପୁତ୍ରମାନେ ଥିଲେ ଉଲମ୍ ଓ ରେକମ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ ମାଖୀର୍ର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି ତାହାର ପୁତ୍ର ଉଲମ୍ ଓ ରେକମ୍।

Gade chapit la Kopi

ଓଡିଆ ବାଇବେଲ

16 ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍‍ ଓ ରେକମ୍‍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ ମାଖୀରର ଭାର୍ଯ୍ୟା ମାଖା ଏକ ପୁତ୍ର ପ୍ରସବ କରି ତାହାର ନାମ ପେରଶ ଦେଲା ଓ ତାହାର ଭ୍ରାତାର ନାମ ଶେରଶ ଥିଲା; ପୁଣି, ପେରଶର ପୁତ୍ର ଉଲମ୍‍ ଓ ରେକମ୍‍।

Gade chapit la Kopi




1 ବଂଶାବଳୀ 7:16
3 Referans Kwoze  

ଏବଂ ନାହୋରର ରୂମା ନାମ୍ନୀ ଦାସୀଠାରୁ ଟେବହ, ଗହନ୍, ତହଶ୍ ଓ ମାଖା ଏମାନେ ଜନ୍ମ ନେଲେ।


ମାଖୀର ହୁପ୍ପୀମ ଓ ଶୁପ୍ପୀମ ପାଇଁ ଜଣେ ଜଣେ ସ୍ତ୍ରୀକୁ ନେଲେ। ମାଖୀରଙ୍କ ଭଉଣୀର ନାମ ଥିଲା ମାଖା। ତା'ର ଦ୍ୱିତୀୟ ପୁତ୍ରର ନାମ ସ‌‌ଲ୍‌ଫାଦ ଥିଲା। ସ‌‌ଲ୍‌ଫାଦର କେବଳ କନ୍ୟାମାନେ ଥିଲେ।


ଉଲ‌ମ୍‌ଙ୍କ ପୁତ୍ର ଥିଲେ, ବଦାନ। ଏହିମାନେ ଗିଲିୟଦର ବଂଶଧର ଥିଲେ। ଗିଲିୟଦ ମାଖୀରଙ୍କ ପୁତ୍ର, ମାଖୀର ମନଃଶିଙ୍କ ପୁତ୍ର ଥିଲେ।


Swiv nou:

Piblisite


Piblisite