Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:18 - ପବିତ୍ର ବାଇବଲ

18 ମାଖୀରଙ୍କ ଭଉଣୀ ହମ୍ମୋଲେକତ୍, ଈଶହୋଦ୍, ଅବୀୟେଷର ଓ ମହଲାଙ୍କୁ ଜନ୍ମ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ତାହାର ଭଗିନୀ ହମ୍ମୋଲେକତ୍, ଇଶ୍ହୋଦ ଓ ଅବୀୟେଷର ଓ ମହଲାକୁ ପ୍ରସବ କଲା।

Gade chapit la Kopi

ଓଡିଆ ବାଇବେଲ

18 ଆଉ ତାହାର ଭଗିନୀ ହମ୍ମୋଲେକତ୍‍, ଇଶ୍‍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ତାହାର ଭଗିନୀ ହମ୍ମୋଲେକତ୍‍, ଇଶ୍‍ହୋଦ, ଅବୀୟେଷର ଓ ମହଲାକୁ ପ୍ରସବ କଲା।

Gade chapit la Kopi




1 ବଂଶାବଳୀ 7:18
8 Referans Kwoze  

କିନ୍ତୁ ଗିଦିୟୋନ ସେମାନଙ୍କୁ କହିଲେ, “ତୁମ୍ଭ ତୁଳନାରେ ମୁଁ କ’ଣ ପାଇଛି? ଏହା ସତ୍ୟ ନୁହେଁ କି, ତୁମ୍ଭେ ମୋର ପରିବାର ଅବୀୟେସର ଯେତେ ଦ୍ରାକ୍ଷାଫଳ ସଂଗ୍ରହ କଲେ ତା'ଠାରୁ ଅଧିକ ଦ୍ରାକ୍ଷା ତୁମ୍ଭେମାନେ ଜମିରେ ଛାଡ଼ିଛ?


ଯେହେତୁ ସଦାପ୍ରଭୁଙ୍କର ଆତ୍ମା ଗିଦିୟୋନ ଉପରେ ଅବତରଣ ହେଲା। ସେ ତୂରୀ ବଜାଇଲେ, ଅବୀୟେଷ୍ରୀୟର ଲୋକମାନେ ନିବିଡ଼ ଭାବରେ ତାକୁ ଅନୁସରଣ କଲେ।


ତେଣୁ ଗିଦିୟୋନ ସଦାପ୍ରଭୁଙ୍କର ଉପାସନା ସ୍ଥାନ ନିକଟରେ ଏକ ଯଜ୍ଞବେଦି ନିର୍ମାଣ କଲେ। ସେ ସେହି ସ୍ଥାନର ନାମ ଦେଲେ, “ସଦାପ୍ରଭୁ ମଙ୍ଗଳ ସ୍ୱରୂପ।” ସେହି ଯଜ୍ଞବେଦି ଏବେ ବି ଅଫ୍ରାରେ ଅଛି। ଯେଉଁଠାରେ ଅବୀୟେଷ୍ରୀୟମାନେ ବାସ କରୁଥିଲେ, ଆଫ୍ରା ହେଉଛି ସେହି ସ୍ଥାନ।


ଏହା ପରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାସର ଅଧିକାର ସ୍ଥିତି ଅଫ୍ରାରେ ଅଲୋନବୃକ୍ଷମୂଳରେ ବସିଲେ। ସେହି ସମୟରେ ତା'ର ପୁତ୍ର ଗିଦିୟୋନ ଦ୍ରାକ୍ଷାକୁଣ୍ଡରେ ଗହମ ଝାଡ଼ୁଥିଲେ। ସେ ଏଥିପାଇଁ ଲୁଚୁଥିଲେ ଯେ, ମିଦିୟନୀୟମାନେ ଯେପରି ଗହମ ନ ଦେଖିବେ।


ଗିଲିୟଦ ପରିବାରବର୍ଗ ହେଲେ: ଇୟେଷରଠାରୁ ଇୟେଷ୍ରୀୟ ଗୋଷ୍ଠୀ; ହେଲେକଠାରୁ ହେଲକୀୟ ଗୋଷ୍ଠୀ:


ଉଲ‌ମ୍‌ଙ୍କ ପୁତ୍ର ଥିଲେ, ବଦାନ। ଏହିମାନେ ଗିଲିୟଦର ବଂଶଧର ଥିଲେ। ଗିଲିୟଦ ମାଖୀରଙ୍କ ପୁତ୍ର, ମାଖୀର ମନଃଶିଙ୍କ ପୁତ୍ର ଥିଲେ।


ଶମୀଦାଙ୍କ ପୁତ୍ରମାନେ ଥିଲେ: ଅହିୟନ୍, ଶେଖମ୍, ଲି‌କ୍‌ହି ଓ ଅନୀୟାମ୍।


ଏହି ଭୂମି ମଧ୍ୟ ମନଃଶିର ଅନ୍ୟ ବଂଶଧରମାନେ ପାଇଲେ। ସେ ବଂଶଧରମାନେ ଥିଲେ, ଅବୀୟେଷର ସନ୍ତାନଗଣ, ହେଲେକ ସନ୍ତାନଗଣ, ଅସ୍ରୀୟେଲ ସନ୍ତାନଗଣ, ଶେଖମ ସନ୍ତାନଗଣ, ହେଫର ସନ୍ତାନଗଣ ଓ ଶମୀଦା ସନ୍ତାନଗଣ ବାଣ୍ଟି ନେଲେ। ଏମାନେ ସେମାନଙ୍କର ନିଜ ନିଜ ବଂଶାନୁସାରେ ଯୋଷେଫଙ୍କର ପୁତ୍ର ମନଃଶିର ପୁତ୍ର ସନ୍ତାନମାନେ ଥିଲେ।


Swiv nou:

Piblisite


Piblisite