Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:21 - ପବିତ୍ର ବାଇବଲ

21 ଇଲିୟାଦଙ୍କର ପୁତ୍ର ଥିଲେ, ତହତ୍। ତହତ୍‌ଙ୍କର ପୁତ୍ର ଥିଲେ ସାବଦ୍। ସାବ‌ଦ୍‌ଙ୍କ ପୁତ୍ର ଥିଲେ ଶୁଥେଲହ। ଗାଥ୍ ନଗରରେ ବଢ଼ିଥିବା କେତେକ ଲୋକ ଏତ୍‌ସର ଓ ଇଲିୟାଦକୁ ବଧ କଲେ। ଏତ୍‌ସର ଓ ଇଲିୟାଦ ଏହି ଲୋକମାନଙ୍କର ଗୋ’ପଲ ଓ ମେଷପଲ ଚରାଇବା ନିମନ୍ତେ ଗା‌ଥ୍‌କୁ ଯାଇଥିବାରୁ ଏହିପରି ଘଟିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ତାହାର ପୁତ୍ର ସାବଦ୍, ତାହାର ପୁତ୍ର ଶୂଥେଲହ ଓ ଏତ୍ସର ଓ ଇଲୀୟଦ୍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।

Gade chapit la Kopi

ଓଡିଆ ବାଇବେଲ

21 ତାହାର ପୁତ୍ର ସାବଦ୍‍, ତାହାର ପୁତ୍ର ଶୂଥେଲହ, ଏସର୍‍ ଓ ଇଲୀୟଦ୍‍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତାହାର ପୁତ୍ର ସାବଦ୍‍, ତାହାର ପୁତ୍ର ଶୂଥେଲହ, ଏସର୍‍ ଓ ଇଲୀୟଦ୍‍, ଏମାନଙ୍କୁ ଦେଶଜାତ ଗାଥୀୟ ଲୋକମାନେ ବଧ କଲେ, କାରଣ ସେମାନେ ସେମାନଙ୍କର ପଶୁ ହରଣ କରିବାକୁ ଓହ୍ଲାଇ ଆସିଥିଲେ।

Gade chapit la Kopi




1 ବଂଶାବଳୀ 7:21
6 Referans Kwoze  

ଇଫ୍ରୟିମଙ୍କ ବଂଶଧରଗଣଙ୍କର ନାମ ଏହିପରି ଥିଲା। ଇଫ୍ରୟିମଙ୍କ ପୁତ୍ର ଥିଲେ ଶୁଥେଲହ। ଶୁଥେଲହଙ୍କର ପୁତ୍ର ଥିଲେ, ବେରଦ। ବେରଦଙ୍କର ପୁତ୍ର ଥିଲେ, ତହତ୍। ତହତ୍‌ଙ୍କର ପୁତ୍ର ଥିଲେ, ଇଲିୟାଦା।


ଇଫ୍ରୟିମ, ଏତ୍‌ସର ଓ ଇଲିୟାଦର ପିତା ଥିଲେ। ଏତ୍‌ସର ଓ ଇଲିୟାଦଙ୍କର ମୃତ୍ୟୁ ଘଟିବାରୁ ଇଫ୍ରୟିମ ଅନେକ ଦିନ ପର୍ଯ୍ୟନ୍ତ କ୍ରନ୍ଦନ କଲେ। ଇଫ୍ରୟିମଙ୍କର ପରିବାର ତାଙ୍କୁ ସାନ୍ତ୍ୱନା ଦେବା ନିମନ୍ତେ ଆସିଲେ।


ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଆମ୍ଭେମାନେ କ’ଣ କରିବା?” ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଗା‌ଥ୍‌କୁ ନିଆଯାଉ।” ତା'ପରେ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।


ଏହା ପରେ ସେମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଇକ୍ରୋଣକୁ ପଠାଇଲେ। ଯେତେବେଳେ ଇସ୍ରାଏଲର ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଆସିଲା। ଇକ୍ରୋଣୀୟମାନେ ଚିତ୍କାର କରି କହିଲେ, “ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଲୋକଙ୍କୁ ବଧ କରିବା ପାଇଁ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆମ୍ଭମାନଙ୍କ ନିକଟକୁ ଆଣିଛ।”


ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ପଲେଷ୍ଟୀୟ ଲୋକମାନେ ପ୍ରତିଶୋଧ ନେଲେ ଏବଂ ତାହା ଈର୍ଷାପରାୟଣ ହୃଦୟରେ କଲେ, ପୁରୁଣା ଶତ୍ରୁତା କାରଣରୁ ଇସ୍ରାଏଲକୁ ଧ୍ୱଂସ କରିବା ପାଇଁ ଗ୍ଭହିଁଲେ।”


ଅନେକ ଯିହୂଦୀ ମାର୍ଥା ଓ ମରିୟମଙ୍କ ପାଖକୁ ଆସିଥିଲେ। ସେମାନେ ମାର୍ଥା ଓ ମରିୟମଙ୍କୁ ସେମାନଙ୍କର ଭାଇ ଲାଜାର ସକାଶେ ସାନ୍ତ୍ୱନା ଦେବା ପାଇଁ ଆସିଥିଲେ।


Swiv nou:

Piblisite


Piblisite