Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:25 - ପବିତ୍ର ବାଇବଲ

25 ରେଫହ ଇଫ୍ରୟିମଙ୍କ ପୁତ୍ର ଥିଲେ। ରେଶଫ୍ ରେଫ‌ହଙ୍କ ପୁତ୍ର ଥିଲେ। ତେଲହ ରେଶ‌ଫ୍‌ଙ୍କ ପୁତ୍ର ଥିଲେ। ତହନ୍ ତେଲହଙ୍କ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତାହାର ପୁତ୍ର ରେଫହ ଓ ରେଶଫ୍, ତାହାର ପୁତ୍ର ତେଲହ, ତାହାର ପୁତ୍ର ତହନ;

Gade chapit la Kopi

ଓଡିଆ ବାଇବେଲ

25 ତାହାର ପୁତ୍ର ରେଫହ ଓ ରେଶଫ୍‍, ତାହାର ପୁତ୍ର ତେଲହ, ତାହାର ପୁତ୍ର ତହନ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତାହାର ପୁତ୍ର ରେଫହ ଓ ରେଶଫ୍‍, ତାହାର ପୁତ୍ର ତେଲହ, ତାହାର ପୁତ୍ର ତହନ;

Gade chapit la Kopi




1 ବଂଶାବଳୀ 7:25
2 Referans Kwoze  

ଇଫ୍ରୟିମଙ୍କ ଝିଅର ନାମ ଥିଲା ଶୀରା। ଶୀରା, ନିମ୍ନତର ବୈ‌ଥ୍‌ହୋରଣ୍ ଓ ଉଚ୍ଚତର ବୈଥ-ହୋରଣ୍, ଏବଂ ନିମ୍ନତର ଉଷେନ୍ ଶୀରା ଓ ଉଚ୍ଚତର ଉଷେନ୍ ଶୀରା ନିର୍ମାଣ କଲା।


ଲାଦନ୍ ତହ‌ନଙ୍କ ପୁତ୍ର ଥିଲେ। ଅମ୍ମୀହୂଦ ଲାଦନଙ୍କ ପୁତ୍ର ଥିଲେ। ଇଲୀଶାମା ଅମ୍ମୀହୂଦଙ୍କ ପୁତ୍ର ଥିଲେ।


Swiv nou:

Piblisite


Piblisite