Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:26 - ପବିତ୍ର ବାଇବଲ

26 ଲାଦନ୍ ତହ‌ନଙ୍କ ପୁତ୍ର ଥିଲେ। ଅମ୍ମୀହୂଦ ଲାଦନଙ୍କ ପୁତ୍ର ଥିଲେ। ଇଲୀଶାମା ଅମ୍ମୀହୂଦଙ୍କ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତାହାର ପୁତ୍ର ଲାଦନ, ତାହାର ପୁତ୍ର ଅମ୍ମୀହୂଦ୍, ତାହାର ପୁତ୍ର ଇଲୀଶାମା;

Gade chapit la Kopi

ଓଡିଆ ବାଇବେଲ

26 ତାହାର ପୁତ୍ର ଲାଦନ୍‍, ତାହାର ପୁତ୍ର ଅମ୍ମୀହୂଦ, ତାହାର ପୁତ୍ର ଇଲୀଶାମା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତାହାର ପୁତ୍ର ଲାଦନ୍‍, ତାହାର ପୁତ୍ର ଅମ୍ମୀହୂଦ, ତାହାର ପୁତ୍ର ଇଲୀଶାମା;

Gade chapit la Kopi




1 ବଂଶାବଳୀ 7:26
5 Referans Kwoze  

ଇଫ୍ରୟିମ ଗୋଷ୍ଠୀର, ଅମ୍ମୀହୂଦର ପୁତ୍ର ଇଲୀଶାମା। ମନଃଶି ବଂଶଧର, ପଦାହସୂରର ପୁତ୍ର ଗମଲିୟେଲ। (ଇଫ୍ରୟିମ ଏବଂ ମନଃଶି ଯୋଷେଫଙ୍କ ପୁତ୍ର ଅଟନ୍ତି)।


ରେଫହ ଇଫ୍ରୟିମଙ୍କ ପୁତ୍ର ଥିଲେ। ରେଶଫ୍ ରେଫ‌ହଙ୍କ ପୁତ୍ର ଥିଲେ। ତେଲହ ରେଶ‌ଫ୍‌ଙ୍କ ପୁତ୍ର ଥିଲେ। ତହନ୍ ତେଲହଙ୍କ ପୁତ୍ର ଥିଲେ।


ନୂନ୍ ଇଲୀଶାମାଙ୍କ ପୁତ୍ର ଥିଲେ। ଯିହୋଶୂୟ ନୂନଙ୍କ ପୁତ୍ର ଥିଲେ।


“ଇଫ୍ରୟିମ ବିଭାଗର ଛାଉଣିର ଧ୍ୱଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ ଲୋକମାନଙ୍କର ଅଧିପତି ହେବ।


Swiv nou:

Piblisite


Piblisite