1 ବଂଶାବଳୀ 7:3 - ପବିତ୍ର ବାଇବଲ3 ଉଷିଙ୍କର ପୁତ୍ର ଥିଲେ ଯିଷ୍ରାହିୟ। ଯିଷ୍ରାହିୟଙ୍କର ପୁତ୍ରମାନେ ଥିଲେ, ମୀଖାୟେଲ, ଓବଦିୟ, ଯୋୟେଲ ଓ ଯିଶିୟ। ଏହି ପାଞ୍ଚ ଜଣ ଯାକ ସେମାନଙ୍କ ପରିବାରର ମୁଖ୍ୟ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ ଓ ଯିଷ୍ରାହୀୟର ପୁତ୍ର ମୀଖାୟେଲ ଓ ଓବଦୀୟ ଓ ଯୋୟେଲ୍ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ। Gade chapit laଓଡିଆ ବାଇବେଲ3 ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ। Gade chapit la |