1 ବଂଶାବଳୀ 7:7 - ପବିତ୍ର ବାଇବଲ7 ବେଲାଙ୍କର ପାଞ୍ଚପୁତ୍ର ଥିଲେ। ସେମାନଙ୍କର ନାମ ଥିଲା: ଇଷ୍ବୋନ୍, ଉଷ, ଉଷୀୟେଲ, ଯିରେମୋତ୍ ଓ ଈରୀ। ସେମାନେ ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନଙ୍କ ପରିବାରର ଇତିହାସରୁ ଜଣାଯାଏ ଯେ, ସେମାନଙ୍କ ମଧ୍ୟରେ 22,034 ଜଣ ସୈନିକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ ବେଲାର ପୁତ୍ରଗଣ; ଇଷ୍ବୋନ୍ ଓ ଉଷ ଓ ଉଷୀୟେଲ ଓ ଯିରେମୋତ୍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀକ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ। Gade chapit laଓଡିଆ ବାଇବେଲ7 ଆଉ ବେଲାର ପୁତ୍ରଗଣ; ଇଷବୋନ୍, ଉଷି, ଉଷୀୟେଲ, ଯିରେମୋତ୍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀକ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ବେଲାର ପୁତ୍ରଗଣ; ଇଷବୋନ୍, ଉଷି, ଉଷୀୟେଲ, ଯିରେମୋତ୍ ଓ ଈରୀ, ପାଞ୍ଚ ଜଣ; ଏମାନେ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ ଲୋକ ଥିଲେ; ଆଉ ଏମାନେ ବଂଶାବଳୀ କ୍ରମେ ଲିଖିତ ବାଇଶ ହଜାର ଚୌତ୍ରିଶ ଜଣ ଥିଲେ। Gade chapit la |