Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 7:9 - ପବିତ୍ର ବାଇବଲ

9 ସେମାନଙ୍କ ପରିବାରର ଇତିହାସ ଜଣାଏ ଯେ, ସେମାନଙ୍କର ମଧ୍ୟ 20,000 ଜଣ ସୈନିକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀକ୍ରମେ ଲିଖିତ ସ୍ଵ ସ୍ଵ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

9 ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀକ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏମାନେ ଆପଣା ଆପଣା ବଂଶାନୁସାରେ ବଂଶାବଳୀ କ୍ରମେ ଲିଖିତ ସ୍ୱ ସ୍ୱ ପିତୃବଂଶର ପ୍ରଧାନ ଓ ମହାବିକ୍ରମଶାଳୀ କୋଡ଼ିଏ ହଜାର ଦୁଇ ଶହ ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 7:9
2 Referans Kwoze  

ବେଖରଙ୍କର ପୁତ୍ରମାନେ ଥିଲେ: ସମୀର, ଯୋୟାଶ, ଇଲୀୟେଷର, ଇଲିୟୋ-ଐନୟ, ଅମ୍ରି, ଯିରେମୋତ୍, ଅବିୟ, ଅନାଥୋତ୍ ଓ ଆଲେମତ୍। ଏମାନେ ସମସ୍ତେ ବେଖରର ସନ୍ତାନ ଥିଲେ।


ଯିଦୀୟେଲଙ୍କର ପୁତ୍ର ଥିଲେ ବି‌ଲ୍‌ହନ୍। ବି‌ଲ୍‌ହ‌ନଙ୍କର ପୁତ୍ରମାନେ ଥିଲେ: ଯିୟଶ, ବିନ୍ୟାମୀନ, ଏହୂଦ, କାନାନା, ସେଥନ୍, ତର୍ଶୀଶ୍ ଓ ଅହୀଶହର।


Swiv nou:

Piblisite


Piblisite