Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 8:32 - ପବିତ୍ର ବାଇବଲ

32 ମି‌କ୍‌ଲୋତ୍ ଶିମିୟଙ୍କ ପିତା ଥିଲେ। ଏହି ପୁତ୍ରମାନେ ମଧ୍ୟ ଯିରୁଶାଲମରେ ସେମାନଙ୍କର ଆତ୍ମୀୟମାନଙ୍କ ନିକଟରେ ବାସ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ପୁଣି ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

32 ପୁଣି, ମିକ୍ଲୋତ୍‍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ମିକ୍ଲୋତ୍‍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।

Gade chapit la Kopi




1 ବଂଶାବଳୀ 8:32
4 Referans Kwoze  

ମି‌କ୍‌ଲୋତ୍ ଶିମିୟା‌ମ୍‌ଙ୍କ ପିତା ଥିଲେ। ଯିୟେ‌ଲ୍‌ଙ୍କ ପରିବାର ଯିରୁଶାଲମରେ ସେମାନଙ୍କ ଆତ୍ମୀୟମାନଙ୍କ ନିକଟରେ ବାସ କରୁଥିଲେ।


ଗଦୋର, ଅହିୟୋ, ସଖର୍, ଓ ମିକଲୋତ।


ନେର୍ କୀ‌ଶ୍‌ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ। ଏବଂ ଶାଉଲ ଯୋନାଥନ, ମଲକୀଶୂୟ, ଅବୀନାଦବ୍ ଓ ଇ‌ଶ୍‌ବାଲାଙ୍କ ପିତା ଥିଲେ।


ଏହି ବ୍ୟକ୍ତିମାନେ ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନଙ୍କର ପାରିବାରିକ ଇତିହାସରେ ସେମାନଙ୍କୁ ମୁଖ୍ୟ ଭାବେ ଉଲ୍ଲେଖ କରାଯାଇଅଛି। ସେମାନେ ଯିରୁଶାଲମରେ ବାସ କରୁଥିଲେ।


Swiv nou:

Piblisite


Piblisite