1 ବଂଶାବଳୀ 8:36 - ପବିତ୍ର ବାଇବଲ36 ଆହସ୍ ଯିହୋୟାଦାଙ୍କ ପିତା ଥିଲେ। ଯିହୋୟାଦା ଆଲେମତ୍, ଅସ୍ମାବତ ଓ ସିମ୍ରିଙ୍କ ପିତା ଥିଲେ। ସିମ୍ରି ମୋତ୍ସାଙ୍କ ପିତା ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)36 ଆଉ, ଆହସ ଯିହୋୟାଦାକୁ ଜାତ କଲା, ପୁଣି ଯିହୋୟାଦା ଆଲେମତ୍ ଓ ଅସ୍ମାବତ୍ ଓ ସିମ୍ରିକି ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା। Gade chapit laଓଡିଆ ବାଇବେଲ36 ଆଉ, ଆହସ୍ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍, ଅସ୍ମାବତ୍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ, ଆହସ୍ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍, ଅସ୍ମାବତ୍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା। Gade chapit la |