Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 8:39 - ପବିତ୍ର ବାଇବଲ

39 ଆତ୍‌ସେଲଙ୍କ ଭ୍ରାତା ଥିଲେ ଏଶକ୍। ଏ‌ଶକଙ୍କର କେତେକ ପୁତ୍ର ଥିଲେ। ଏହିମାନେ ହେଲେ: ଉଲମ ଏ‌ଶକଙ୍କର ଜ୍ୟେଷ୍ଠ ପୁତ୍ର, ଯିୟୁଶ୍ ଏ‌ଶକଙ୍କର ଦ୍ୱିତୀୟ ପୁତ୍ର, ଏଲୀଫେଲଟ୍ ତୃତୀୟ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ଵିତୀୟ ଯିୟୂଶ ଓ ତୃତୀୟ ଏଲୀଫେଲଟ୍।

Gade chapit la Kopi

ଓଡିଆ ବାଇବେଲ

39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍‍ ଓ ତୃତୀୟ ଇଲୀଫେଲଟ୍‍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍‍ ଓ ତୃତୀୟ ଇଲୀଫେଲଟ୍‍।

Gade chapit la Kopi




1 ବଂଶାବଳୀ 8:39
2 Referans Kwoze  

ଆତ୍‌ସେଲଙ୍କ ଛଅ ପୁତ୍ର ଥିଲେ। ସେମାନଙ୍କର ନାମ ଏହିପରି ଥିଲା-ଅସ୍ରୀକାମ୍, ବୋଖରୁ, ଇ‌ଶ୍‌ମାୟେଲ, ଶିୟରିୟ, ଓବଦିୟ ଓ ହାନନ।


ଉଲ‌ମ୍‌ଙ୍କର ପୁତ୍ରମାନେ ପରାକ୍ରମୀ ସୈନ୍ୟ ଓ ଉତ୍ତମ ଧନୁର୍ଦ୍ଧର ଥିଲେ। ଉଲ‌ମ୍‌ଙ୍କର ପୁତ୍ରର ଅନେକ ପୁତ୍ର ଓ ନାତିଗଣ ଥିଲେ। ସର୍ବମୋଟ 150 ଜଣ। ଏହି ସମସ୍ତ ବ୍ୟକ୍ତିଗଣ ବିନ୍ୟାମୀନଙ୍କର ବଂଶଧର ଥିଲେ।


Swiv nou:

Piblisite


Piblisite