Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 8:40 - ପବିତ୍ର ବାଇବଲ

40 ଉଲ‌ମ୍‌ଙ୍କର ପୁତ୍ରମାନେ ପରାକ୍ରମୀ ସୈନ୍ୟ ଓ ଉତ୍ତମ ଧନୁର୍ଦ୍ଧର ଥିଲେ। ଉଲ‌ମ୍‌ଙ୍କର ପୁତ୍ରର ଅନେକ ପୁତ୍ର ଓ ନାତିଗଣ ଥିଲେ। ସର୍ବମୋଟ 150 ଜଣ। ଏହି ସମସ୍ତ ବ୍ୟକ୍ତିଗଣ ବିନ୍ୟାମୀନଙ୍କର ବଂଶଧର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନର ସନ୍ତାନ।

Gade chapit la Kopi

ଓଡିଆ ବାଇବେଲ

40 ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ।

Gade chapit la Kopi




1 ବଂଶାବଳୀ 8:40
6 Referans Kwoze  

ଆସାଙ୍କର ଯିହୁଦା ବଂଶରୁ 300,000 ଓ ବିନ୍ୟାମୀନ ବଂଶରୁ 280,000 ଲୋକଙ୍କର ଏକ ସୈନ୍ୟଦଳ ଥିଲା। ଯିହୁଦାର ଲୋକମାନେ ବିରାଟକାୟ ଢାଲ ଓ ବର୍ଚ୍ଛାମାନ ବହନ କରୁଥିଲେ। ବିନ୍ୟାମୀନର ଲୋକମାନେ ଛୋଟ ଛୋଟ ଢାଲ ଧରୁଥିଲେ ଓ ଧନୁରୁ ତୀର ନିକ୍ଷେପ କରୁଥିଲେ। ଏହି ସମସ୍ତ ଲୋକ ଶକ୍ତିଶାଳୀ ଓ ସାହସୀ ଥିଲେ।


ଏହି ଲୋକମାନେ ଧନୁର୍ଦ୍ଧର ଥିଲେ, ଯେଉଁମାନେ ଡାହାଣ ଓ ବାମ ଉଭୟ ହସ୍ତଦ୍ୱାରା ଧନୁରୁ ତୀର ମାରିପାରୁଥିଲେ। ଆହୁରି ମଧ୍ୟ, ସେମାନେ ସେମାନଙ୍କ ଡାହାଣ ଓ ବାମ, ଉଭୟ ହସ୍ତଦ୍ୱାରା ବାଟୁଳି ଦ୍ୱାରା ପଥର ମାରିପାରୁଥିଲେ। ସେମାନେ ବିନ୍ୟାମୀନୀୟ ଗୋଷ୍ଠୀବର୍ଗ ଓ ଶାଉଲଙ୍କ ଆତ୍ମୀୟ ଥିଲେ।


ଆତ୍‌ସେଲଙ୍କ ଭ୍ରାତା ଥିଲେ ଏଶକ୍। ଏ‌ଶକଙ୍କର କେତେକ ପୁତ୍ର ଥିଲେ। ଏହିମାନେ ହେଲେ: ଉଲମ ଏ‌ଶକଙ୍କର ଜ୍ୟେଷ୍ଠ ପୁତ୍ର, ଯିୟୁଶ୍ ଏ‌ଶକଙ୍କର ଦ୍ୱିତୀୟ ପୁତ୍ର, ଏଲୀଫେଲଟ୍ ତୃତୀୟ ପୁତ୍ର ଥିଲେ।


ଇସ୍ରାଏଲର ସମସ୍ତ ଲୋକଙ୍କର ନାମ ସେମାନଙ୍କ ପରିବାରର ଇତିହାସରେ ଲିଖିତ ହୋଇଅଛି। ସେହି ପାରିବାରିକ ଇତହାସକୁ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଅନ୍ତର୍ଭୁକ୍ତ କରାଯାଇଛି। ଯିହୁଦାକୁ ବଳପୂର୍ବକ ବାବିଲକୁ ନିର୍ବାସିତ କରାଗଲା। କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ନ ଥିଲେ।


Swiv nou:

Piblisite


Piblisite