Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:10 - ପବିତ୍ର ବାଇବଲ

10 ଯିରୁଶାଲମରେ ଏହି ଯାଜକମାନେ ବାସ କରୁଥିଲେ: ଯିଦୟିୟ, ଯିହୋୟାରୀବ୍, ଯାଖୀନ୍ ଏବଂ ଅସରିୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ ଓ ଯିହୋୟାରୀବ୍ ଓ ଯାଖୀନ୍

Gade chapit la Kopi

ଓଡିଆ ବାଇବେଲ

10 ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ, ଯିହୋୟାରୀବ୍‍, ଯାଖୀନ୍‍

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ, ଯିହୋୟାରୀବ୍‍, ଯାଖୀନ୍‍

Gade chapit la Kopi




1 ବଂଶାବଳୀ 9:10
4 Referans Kwoze  

ମତ୍ତନୟ, ଯୋୟାରୀବ ପରିବାରର ମୁଖ୍ୟ ଥିଲେ, ଉଷି, ଯିଦୟିୟ ପରିବାରର ମୁଖ୍ୟ ଥିଲେ।


ଶିମିୟୋନର ପୁତ୍ର ଯିମୁଏଲ, ଯାମୀନ୍, ଓହଦ୍, ଯାଖୀନ୍, ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।


ତୁମ୍ଭମାନଙ୍କର ପରିବାର ଅନୁଯାୟୀ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କର। ରାଜା ଦାଉଦ ଓ ତାଙ୍କର ପୁତ୍ର ରାଜା ଶଲୋମନ ତୁମ୍ଭମାନଙ୍କୁ ଯେଉଁ କାର୍ଯ୍ୟସବୁ କରିବାକୁ ଦେଇଛନ୍ତି, ତାହା କର।


Swiv nou:

Piblisite


Piblisite