Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:12 - ପବିତ୍ର ବାଇବଲ

12 ଆହୁରି ମଧ୍ୟ ସେଠାରେ ଯିରୋହମଙ୍କ ପୁତ୍ର ଅଦାୟା ଥିଲେ। ଯିରୋହମ୍ ପ‌ଶ୍‌ହୂରଙ୍କ ପୁତ୍ର ଥିଲେ। ପ‌ଶ୍‌ହୂର ମ‌ଲ୍‌କିୟଙ୍କ ପୁତ୍ର ଥିଲେ। ଆହୁରି ମଧ୍ୟ ସେଠାରେ ଅଦୀୟେଲଙ୍କ ପୁତ୍ର ମାସୟ ଥିଲେ। ଅଦୀୟେଲ୍ ଯହସେରାଙ୍କ ପୁତ୍ର ଥିଲେ। ଯହସେରା ମଶୁଲ୍ଲମଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ମଶିଲ୍ଲମୋତ୍‌ଙ୍କ ପୁତ୍ର ଥିଲେ। ମଶିଲ୍ଲମୋତ୍ ଇମ୍ମେରଙ୍କ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;

Gade chapit la Kopi

ଓଡିଆ ବାଇବେଲ

12 ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍‍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍‍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍‍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍‍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;

Gade chapit la Kopi




1 ବଂଶାବଳୀ 9:12
9 Referans Kwoze  

ଇମ୍ମେରର ବଂଶଧର 1,052 ଜଣ।


ଇମ୍ମେର ବଂଶଧର 1,052 ଜଣ।


ପଞ୍ଚଦଶ ଦଳ ଥିଲା ବିଲଗାଙ୍କ ଦଳ। ଷୋଡ଼ଶ ଦଳ ଥିଲା ଇମ୍ମେରଙ୍କ ଦଳ।


ଅସରିୟ ହି‌ଲ୍‌‌‌କିୟଙ୍କ ପୁତ୍ର ଥିଲେ। ହି‌ଲ୍‌‌‌କିୟ ମଶୁଲ୍ଲ‌ମ୍‌ଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ସାଦୋକଙ୍କ ପୁତ୍ର ଥିଲେ। ସାଦୋକ୍ ମରାୟୋତଙ୍କ ପୁତ୍ର ଥିଲେ। ମରାୟୋତ ଅହୀଟୂ‌ବ୍‌ଙ୍କ ପୁତ୍ର ଥିଲେ। ଅହୀଟୂବ୍ ପରମେଶ୍ୱରଙ୍କ ମନ୍ଦିରର ସୁରକ୍ଷା ଦାୟିତ୍ୱରେ ଥିବା ବିଶେଷ କାର୍ଯ୍ୟକାରୀ ଥିଲେ।


ସମୁଦାୟ 1,760 ଜଣ ଯାଜକ ଥିଲେ, ଯେଉଁମାନେ କି ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନେ ପରମେଶ୍ୱରଙ୍କ ମନ୍ଦିରରେ ସେବା କରିବାରେ ଦକ୍ଷ ଲୋକ ଥିଲେ।


ପ‌ଶ୍‌ହୂରର ବଂଶଧର 1,247 ଜଣ।


ଯିରିମିୟ ଏହିସବୁ ଭବିଷ୍ୟ‌ଦ୍‌ବାକ୍ୟ ପ୍ରଗ୍ଭର କଲାବେଳେ ଇମ୍ମର ଯାଜକର ପୁତ୍ର ସଦାପ୍ରଭୁଙ୍କ ଗୃହର ପ୍ରଧାନ ଅଧ୍ୟକ୍ଷ ପ‌‌‌ଶ୍‌‌‌ହୂର ତାହା ଶୁଣିଲା।


ରାଜା ସିଦିକିୟ ମ‌‌ଲ୍‌‌କିୟର ପୁତ୍ର ପ‌‌‌ଶ୍‌‌‌ହୂରକୁ ଓ ମାସେୟର ପୁତ୍ର ସିଫନିୟ ଯାଜକକୁ ସଦାପ୍ରଭୁଙ୍କର ବାକ୍ୟ ଦେଇ ଯିରିମିୟ ନିକଟକୁ ପଠାଇଲେ।


Swiv nou:

Piblisite


Piblisite