1 ବଂଶାବଳୀ 9:23 - ପବିତ୍ର ବାଇବଲ23 ଦ୍ୱାରପାଳମାନେ ଓ ସେମାନଙ୍କର ବଂଶଧରମାନେ ସଦାପ୍ରଭୁଙ୍କ ଗୃହ, ପବିତ୍ର ତମ୍ବୁର ସୁରକ୍ଷା ଦାୟିତ୍ୱରେ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ଵୁଗୃହର ଦ୍ଵାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ। Gade chapit laଓଡିଆ ବାଇବେଲ23 ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ। Gade chapit la |
ତେଣୁ ଲେବୀୟମାନେ ଯେଉଁ କାର୍ଯ୍ୟ କରିବା ଉଚିତ୍, ସେମାନେ ସେହିସବୁ କାର୍ଯ୍ୟ କରୁଥିଲେ। ସେମାନେ ପବିତ୍ର ତମ୍ବୁର ଯତ୍ନ ନେଉଥିଲେ। ସେମାନେ ପବିତ୍ର ସ୍ଥାନର ଯତ୍ନ ନେଉଥିଲେ। ଆଉ, ସେମାନେ ସେମାନଙ୍କର ଆତ୍ମୀୟ (ଯାଜକମାନେ) ହାରୋଣଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରୁଥିଲେ। ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ କରିବା ସହିତ ଲେବୀୟମାନେ ଯାଜକମାନଙ୍କୁ ସାହାଯ୍ୟ କରୁଥିଲେ।