Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:25 - ପବିତ୍ର ବାଇବଲ

25 ଦ୍ୱାରପାଳମାନଙ୍କର ଯେଉଁ ଆତ୍ମୀୟମାନେ ଛୋଟ ସହରଗୁଡ଼ିକରେ ବାସ କରୁଥିଲେ, ସେମାନଙ୍କୁ ଆସି କେତେକ ନିର୍ଦ୍ଦିଷ୍ଟ ସମୟରେ ସାହାଯ୍ୟ କରିବାକୁ ପଡ଼ୁଥିଲା। ସେମାନେ ଆସୁଥିଲେ ଓ ପ୍ରତ୍ୟେକ ଥର ଦ୍ୱାରପାଳମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ସାହାଯ୍ୟ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;

Gade chapit la Kopi

ଓଡିଆ ବାଇବେଲ

25 ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;

Gade chapit la Kopi




1 ବଂଶାବଳୀ 9:25
7 Referans Kwoze  

ତା'ପରେ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଏହା ନିଶ୍ଚୟ କରିବ। ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ବିଶ୍ରାମ ଦିନରେ ଏହି ପ୍ରାସାଦକୁ ପ୍ରହରା ଦେବାକୁ ନିଶ୍ଚୟ ଆସିବ।


ଯିହୋୟାଦା ଯାଜକ ଯେଉଁସବୁ ଆଜ୍ଞା ଦେଲେ, ତାହାକୁ ଲେବୀୟମାନେ ଓ ଯିହୁଦାର ସମସ୍ତ ଲୋକ ପାଳନ କଲେ। ଯାଜକ ଯିହୋୟାଦା, ଯାଜକ ଦଳର କୌଣସି ବ୍ୟକ୍ତିକୁ କ୍ଷମା ଦେଲେ ନାହିଁ। ତେଣୁ ପ୍ରତ୍ୟେକ କପ୍ତାନ ଓ ତାଙ୍କର ସବୁ ଲୋକ ସେମାନଙ୍କୁ ଯାହା କୁହାଗଲା ତାହା କଲେ, ସେମାନେ ସେହି ସପ୍ତାହରେ କାର୍ଯ୍ୟରେ ଉପସ୍ଥିତ ରୁହନ୍ତୁ କି ଛୁଟି ନିଅନ୍ତୁ।


ପୁଣି ବିଶ୍ରାମ ବାରରେ ଦୁଇ ଭାଗର ଲୋକ ଯେଉଁମାନେ କର୍ମକ୍ଷେତ୍ରକୁ ଯାଇ ସଦାପ୍ରଭୁଙ୍କ ମନ୍ଦିରର ପ୍ରହରୀ ରହିବେ ଓ ରାଜା ଯୋୟାଶଙ୍କୁ ରକ୍ଷା କରିବେ।


ଗ୍ଭରିଗୋଟି ପାର୍ଶ୍ୱରେ ଦ୍ୱାରମାନ ଥିଲା: ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ।


ସମସ୍ତ ଦ୍ୱାରପାଳମାନଙ୍କର ମୁଖ୍ୟ ଗ୍ଭରି ଦ୍ୱାରପାଳ ଥିଲେ। ସେମାନେ ଲେବୀୟ ଲୋକ ଥିଲେ। ସେମାନଙ୍କର କାର୍ଯ୍ୟ ଥିଲା, ପରମେଶ୍ୱରଙ୍କ ମନ୍ଦିରରେ ଥିବା ସକଳ କୋଠରୀର ଓ ଧନସମ୍ପଦର ରକ୍ଷଣା ବେକ୍ଷଣା କରିବା।


ମନ୍ଦିରରେ ସେବାକାର୍ଯ୍ୟ କରିବା ନିମନ୍ତେ ଏହି ଦଳଗୁଡ଼ିକ ମନୋନୀତ ହୋଇଥିଲେ। ମନ୍ଦିରର ସେବାକାର୍ଯ୍ୟ ପାଇଁ ହାରୋଣଙ୍କ ଦତ୍ତ ନିୟମର ସେମାନେ ବାଧ୍ୟ ହେଲେ। ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ହାରୋଣଙ୍କୁ ଏହି ନିୟମଗୁଡ଼ିକ ପ୍ରଦାନ କରିଥିଲେ।


ବର୍ତ୍ତମାନ ତୁମ୍ଭମାନଙ୍କୁ ଏହା କରିବାକୁ ପଡ଼ିବ: ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ଯାଜକ ଓ ଲେବୀୟ, ଯେଉଁମାନେ ପବିତ୍ର ବିଶ୍ରାମ ଦିନରେ କାର୍ଯ୍ୟ କରିବାକୁ ଯିବେ, ସେମାନେ ଦ୍ୱାର ନିକଟରେ ଜଗି ରହିବେ।


Swiv nou:

Piblisite


Piblisite