1 ବଂଶାବଳୀ 9:4 - ପବିତ୍ର ବାଇବଲ4 ଊଥୟ ଅମ୍ମୀହୂଦଙ୍କ ପୁତ୍ର ଥିଲେ। ଅମ୍ମୀହୂଦ୍ ଅମ୍ରିଙ୍କ ପୁତ୍ର ଥିଲେ। ଅମ୍ରି ଇମ୍ରିଙ୍କ ପୁତ୍ର ଥିଲେ। ଇମ୍ରି ବାନିଙ୍କ ପୁତ୍ର ଥିଲେ। ବାନି ପେରସଙ୍କ ଜଣେ ବଂଶଧର ଥିଲେ। ପେରସ୍ ଯିହୁଦାଙ୍କ ପୁତ୍ର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ; Gade chapit laଓଡିଆ ବାଇବେଲ4 ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିଙ୍କର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ; Gade chapit la |