1 ବଂଶାବଳୀ 9:43 - ପବିତ୍ର ବାଇବଲ43 ମୋତ୍ସା ବିନିୟାଙ୍କ ପିତା ଥିଲେ ଏବଂ ରଫାୟ ବିନିୟାଙ୍କ ପୁତ୍ର ଥିଲେ। ଇଲୀୟାସା ରଫାୟଙ୍କର ପୁତ୍ର ଥିଲେ। ଏବଂ ଆତ୍ସେଲ ଇଲୀୟାସଙ୍କ ପୁତ୍ର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)43 ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ। Gade chapit laଓଡିଆ ବାଇବେଲ43 ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ। Gade chapit la |