Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 9:6 - ପବିତ୍ର ବାଇବଲ

6 ଯିରୁଶାଲମରେ ବାସ କରୁଥିବା ସେରହର ଲୋକମାନେ ଥିଲେ, ଯୁୟେଲ ଓ ତାଙ୍କର ଆତ୍ମୀୟମାନେ। ସେମାନେ ସମୁଦାୟ 690 ଜଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।

Gade chapit la Kopi

ଓଡିଆ ବାଇବେଲ

6 ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।

Gade chapit la Kopi




1 ବଂଶାବଳୀ 9:6
7 Referans Kwoze  

ସେରହଙ୍କର ପାଞ୍ଚପୁତ୍ର ଥିଲେ। ସେମାନଙ୍କର ନାମ ଥିଲା ସିମ୍ରି, ଏଥନ୍, ହେମନ୍, କ‌‌‌ଲ୍‌କୋଲ୍ ଓ ଦେରା।


ଯିହୁଦାଙ୍କର ପୁତ୍ରବଧୂ ତାମର ପେରସ ଓ ସେରହଙ୍କୁ ଜନ୍ମ ଦେଲା। ଏହିପରି ଯିହୁଦାଙ୍କର ପାଞ୍ଚ ପୁତ୍ର ଥିଲେ।


ଏହା ପରେ ଅନ୍ୟ ପିଲାଟି ଜନ୍ମ ନେଲା, ଏହି ପିଲାଟିର ହସ୍ତରେ ସିନ୍ଦୁରବର୍ଣ୍ଣ ସୁତ୍ର ଥିଲା, ସେ ତା'ର ନାମ ସେରହ ଦେଲେ।


ଯିରୁଶାଲମରେ ବାସ କରୁଥିବା ଶୀଲୋନୀୟ ଲୋକମାନେ ଥିଲେ, ଅସାୟ ଜ୍ୟେଷ୍ଠ ପୁତ୍ର ଥିଲେ ଓ ଅସାୟଙ୍କର ପୁତ୍ରମାନେ ଥିଲେ।


ଏହି ଲୋକମାନେ ଯିରୁଶାଲମରେ ବାସ କରୁଥିବା ବିନ୍ୟାମୀନ ପରିବାରବର୍ଗର ଥିଲେ: ସଲ୍ଲୁ ମଶୁଲ୍ଲଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ହୋ‌ଦ୍‌ବିୟଙ୍କ ପୁତ୍ର ଥିଲେ। ହୋ‌ଦ୍‌ବିୟ ହସନୁୟେଲଙ୍କ ପୁତ୍ର ଥିଲେ।


ଯିହୁଦାର ପୁତ୍ର, ଏର, ଓନନ୍, ଶେଲା, ପେରସ୍ ଓ ସେରହ। କିନ୍ତୁ ଏର ଏବଂ ଓନନ୍ କିଣାନ ଦେଶରେ ମରିଥିଲେ, ପେରସର ପୁତ୍ର ହିଷ୍ରୋନ୍ ଓ ହାମୂଲ ଥିଲେ।


Swiv nou:

Piblisite


Piblisite