1 ବଂଶାବଳୀ 9:9 - ପବିତ୍ର ବାଇବଲ9 ବିନ୍ୟାମୀନଙ୍କ ପରିବାରର ଇତିହାସ ଦର୍ଶାଏ ଯେ, ସେମାନଙ୍କ ମଧ୍ୟରୁ 956 ଜଣ ଯିରୁଶାଲମରେ ବାସ କରୁଥିଲେ। ଏହି ସମସ୍ତ ବ୍ୟକ୍ତିମାନେ ସେମାନଙ୍କ ପରିବାରର ମୁଖ୍ୟ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ। Gade chapit laଓଡିଆ ବାଇବେଲ9 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ। Gade chapit la |