Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 1:22 - ପବିତ୍ର ବାଇବଲ

22 ଯିହୂଦୀୟମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହାନ୍ତି, ଓ ଗ୍ରୀକ୍‌ମାନେ ଜ୍ଞାନ ଗ୍ଭହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍ମାନେ ଜ୍ଞାନ ଅନ୍ଵେଷଣ କରନ୍ତି,

Gade chapit la Kopi

ଓଡିଆ ବାଇବେଲ

22 କାରଣ ଯିହୂଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍‍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 ଇହୂଦୀମାନେ ଚିହ୍ନ ଖୋଜନ୍ତି, ଗ୍ରୀକ୍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କାରଣ ଯିହୁଦୀମାନେ ଚିହ୍ନ ଲୋଡ଼ନ୍ତି, ଆଉ ଗ୍ରୀକ୍‍ମାନେ ଜ୍ଞାନ ଅନ୍ୱେଷଣ କରନ୍ତି,

Gade chapit la Kopi




୧ କରିନ୍ଥୀୟ 1:22
10 Referans Kwoze  

ଯିହୂଦୀମାନେ ଯୀଶୁଙ୍କୁ କହିଲେ, “ଆମ୍ଭକୁ ପରମେଶ୍ବରଙ୍କଠାରୁ ଚିହ୍ନ ସ୍ୱରୂପେ ଏକ ଆଶ୍ଚର୍ଯ୍ୟ କାର୍ଯ୍ୟ କରି ଦେଖାଅ। ପ୍ରମାଣିତ କର ଯେ, ଏସବୁ କରିବା ପାଇଁ ତୁମ୍ଭର ଅଧିକାର ଅଛି।”


ଅନ୍ୟ ଲୋକମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ସେମାନେ ଯୀଶୁଙ୍କୁ ସ୍ୱର୍ଗର କୌଣସି ଚିହ୍ନ ଦେଖାଇବାକୁ କହିଲେ।


ଫୀରୂଶୀମାନେ ଯୀଶୁଙ୍କ ପାଖକୁ ଆସି ଯୀଶୁଙ୍କୁ ପରୀକ୍ଷା କରିବାକୁ ପ୍ରଶ୍ନ ପଗ୍ଭରିଲେ। ସେମାନେ ଯୀଶୁଙ୍କୁ ପରୀକ୍ଷା କରିବାକୁ ଗ୍ଭହୁଁଥିଲେ। ତେଣୁ ସେମାନେ ଯୀଶୁଙ୍କୁ, ସେ ପରମେଶ୍ୱରଙ୍କ ପାଖରୁ ଆସିଛନ୍ତି ବୋଲି ପ୍ରମାଣିତ କରୀବା ପାଇଁ ଆଶ୍ଚର୍ଯ୍ୟକର୍ମ କରିବାକୁ କହିଲେ।


ମୁଁ ଭୂତମାନଙ୍କୁ ବାହାର କରିଦେବା ପାଇଁ ପରମେଶ୍ୱରଙ୍କ ଶକ୍ତି ବ୍ୟବହାର କରୁଛି। ଏ କଥା ସ୍ପଷ୍ଟ ଦେଖାଇ ଦେଉଛି ଯେ ପରମେଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ପାଖକୁ ଆସିଗଲାଣି।


ତା'ପରେ ସେ ସ୍ତ୍ରୀଲୋକ ତା କଳସୀ ପାଣି ଛାଡ଼ି ନଗରକୁ ଗ୍ଭଲିଗଲା। ସେଠାରେ ପହଞ୍ଚି ସେ ଲୋକମାନଙ୍କୁ କହିଲା,


ଆଉ ସେହି ପରମେଶ୍ୱରଙ୍କ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲେ, “ଭବିଷ୍ୟତରେ ଏହା ହେବ। ‘ଏଇ ଦେଖ, ଏହି ବେଦି ଖଣ୍ତ ଖଣ୍ତ ହୋଇ ଭାଙ୍ଗି ପଡ଼ିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।’”


ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେମାନେ ଅଲୌକିକ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ ନ ଦେଖିଲେ ତୁମ୍ଭେମାନେ ମୋତେ ବିଶ୍ୱାସ କରିବ ନାହିଁ।”


Swiv nou:

Piblisite


Piblisite