୧ କରିନ୍ଥୀୟ 1:7 - ପବିତ୍ର ବାଇବଲ7 ଅତଏବ ଯେତେବେଳେ ତୁମ୍ଭେମାନେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତେବେଳେ ତୁମ୍ଭେମାନେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହ-ଦାନରେ ଊଣା ପଡ଼ୁ ନାହଁ; Gade chapit laଓଡିଆ ବାଇବେଲ7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ; Gade chapit laପବିତ୍ର ବାଇବଲ (CL) NT (BSI)7 ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆବବିର୍ଭାବର ଅପେକ୍ଷାରେ ଥିବା ସମୟରେ ତୁମ୍ଭମାନଙ୍କର କୌଣସି ଆତ୍ମିକ ଆଶୀର୍ବାଦର ଅଭାବ ହୋଇ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ; Gade chapit la |