Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:10 - ପବିତ୍ର ବାଇବଲ

10 ଜଣେ ସ୍ତ୍ରୀ ଅଧୀନତାର ଚିହ୍ନ ସ୍ୱରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ୱର୍ଗଦୂତମାନଙ୍କ ଲାଗି ମଧ୍ୟ ସେ ଏହା କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧୀନତାର ଚିହ୍ନ ଘେନିବା ଉଚିତ।

Gade chapit la Kopi

ଓଡିଆ ବାଇବେଲ

10 ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଏହାର ନିଦର୍ଶନ ସ୍ୱରୂପେ ଓ ସ୍ୱର୍ଗଦୂତମାନଙ୍କ ହେତୁ ନାରୀ ମସ୍ତକ ଆଚ୍ଛାଦନ କରିବା ଉଚିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ।

Gade chapit la Kopi




୧ କରିନ୍ଥୀୟ 11:10
7 Referans Kwoze  

ସମସ୍ତ ସ୍ୱର୍ଗଦୂତ ଆତ୍ମା ଅଟନ୍ତି। ସେମାନେ ପରମେଶ୍ୱରଙ୍କ ସେବା କରନ୍ତି ଏବଂ ଯେଉଁମାନେ ପରିତ୍ରାଣ ପାଇଛନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତି।


“ସାବଧାନ ଏହି ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ତୁଚ୍ଛ ମନେ କର ନାହିଁ। ଏହି ପିଲାମାନଙ୍କ ପାଇଁ ସ୍ୱର୍ଗରେ ଦୂତମାନେ ଅଛନ୍ତି। ଏବଂ ସେହି ଦୂତମାନେ ସ୍ୱର୍ଗରେ ମୋର ପରମପିତାଙ୍କ ସହିତ ସଦାସର୍ବଦା ଅଛନ୍ତି।


ଅବିମେଲକ ସାରାକୁ କହିଲେ, “ମୁଁ ତୁମ୍ଭର ଭାଇକୁ ସହସ୍ର ରୂପା ଖଣ୍ଡ ଦେଉଛି। ମୁଁ ଏପରି କରୁଛି କାରଣ ମୁଁ ଅନୁତପ୍ତ ଯେ ଯାହା କରିଛି ଭୁଲ୍ କରିଛି। ମୁଁ ଗ୍ଭହେଁ ପ୍ରତ୍ୟେକେ ଦେଖନ୍ତୁ ଓ ହୃ‌ଦ୍‌ବୋଧ କରନ୍ତୁ ଯେ, ମୁଁ ଠିକ୍ କରୁଛି ବୋଲି।”


ତୁମ୍ଭ ମୁଖକୁ ତୁମ୍ଭ ପାଇଁ ପାପର କାରଣ ହେବାକୁ ଦିଅ ନାହିଁ, କିଅବା ଏହା ଭୁଲ୍ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ। ପରମେଶ୍ୱର ତୁମ୍ଭ ଉପରେ କାହିଁକି କ୍ରୋଧ ହେବେ ଓ ତୁମ୍ଭର କଠିନ ପରିଶ୍ରମକୁ ବିନାଶ କରିବେ।


ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହୋଇ ନ ଥିଲା; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହୋଇଥିଲା।


କିନ୍ତୁ ପ୍ରଭୁଙ୍କ ଦୃଷ୍ଟିରେ, ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ, ଓ ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ।


Swiv nou:

Piblisite


Piblisite