Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:12 - ପବିତ୍ର ବାଇବଲ

12 କାରଣ, ଯେପରି ପୁରୁଷଠାରୁ ସ୍ତ୍ରୀ ଆସିଛି, ସେହିପରି ସ୍ତ୍ରୀଠାରୁ ପୁରୁଷ ଜନ୍ମ ଗ୍ରହଣ କରିଛି। ପ୍ରକୃତରେ ପ୍ରତ୍ୟେକ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ଵାରା ଉତ୍ପନ୍ନ; କିନ୍ତୁ ସମସ୍ତ ବିଷୟ ଈଶ୍ଵରଙ୍କଠାରୁ ଉତ୍ପନ୍ନ।

Gade chapit la Kopi

ଓଡିଆ ବାଇବେଲ

12 ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ୱାରା ଉତ୍ପନ୍ନ କିନ୍ତୁ ସମସ୍ତ ବିଷୟ ଈଶ୍ୱରଙ୍କଠାରୁ ଉତ୍ପନ୍ନ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 କାରଣ ନାରୀ, ପୁରୁଷଠାରୁ ଉତ୍ପନ୍ନ, ସେହି ନାରୀ, ପୁରୁଷର ଜନ୍ମଦାତ୍ରୀ ଏବଂ ସମସ୍ତଙ୍କର ସୃଷ୍ଟିକର୍ତ୍ତା ଈଶ୍ୱର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ୱାରା ଉତ୍ପନ୍ନ କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ଉତ୍ପନ୍ନ।

Gade chapit la Kopi




୧ କରିନ୍ଥୀୟ 11:12
6 Referans Kwoze  

ପରମେଶ୍ୱର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରତ୍ୟେକ ବିଷୟ ତାହାଙ୍କ ମାଧ୍ୟମରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।


କିନ୍ତୁ ଆମ୍ଭ ପାଇଁ ଜଣେ ପରମେଶ୍ୱର ଅଛନ୍ତି। ସେ ଆମ୍ଭର ପରମପିତା। ସମସ୍ତ ବିଷୟ ତାହାଙ୍କଠାରୁ ଆସେ, ଓ ଆମ୍ଭେ ତାହାଙ୍କ ପାଇଁ ଜୀବିତ ଅଛୁ। ପ୍ରଭୁ କେବଳ ଜଣେ। ସେ ଯୀଶୁ ଖ୍ରୀଷ୍ଟ ଅଟନ୍ତି। ପ୍ରତ୍ୟେକ ବିଷୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ନିର୍ମିତ, ଓ ସେ ଆମ୍ଭମାନଙ୍କୁ ଜୀବନ ଦେଇଛନ୍ତି।


ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି। ସଦାପ୍ରଭୁଙ୍କ ବିଗ୍ଭରରେ ଦୁଷ୍ଟମାନେ ବିନାଶ ହେବେ।


କିନ୍ତୁ ପ୍ରଭୁଙ୍କ ଦୃଷ୍ଟିରେ, ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ, ଓ ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ।


ଏହିସବୁ ବିଷୟ ପରମେଶ୍ୱରଙ୍କଠାରୁ ଆସିଛି। ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱର ନିଜେ ଆମ୍ଭମାନଙ୍କ ସହ ଶାନ୍ତି ସ୍ଥାପନ କରିଛନ୍ତି। ଓ ଲୋକମାନେ ଯେପରି ପରମେଶ୍ୱରଙ୍କ ସହ ଶାନ୍ତି ସ୍ଥାପନ କରିବେ, ଏହି ଦାୟିତ୍ୱ ଆମ୍ଭମାନଙ୍କୁ ଦେଇଛନ୍ତି।


Swiv nou:

Piblisite


Piblisite