୧ କରିନ୍ଥୀୟ 11:2 - ପବିତ୍ର ବାଇବଲ2 ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭେମାନେ ମୋତେ ସମସ୍ତ ବିଷୟରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦେଇଥିଲି ସେ ଗୁଡ଼ିକୁ ସ୍ମରଣରେ ରଖି ପାଳନ କରୁଛ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି। Gade chapit laଓଡିଆ ବାଇବେଲ2 ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହି ସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)2 ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି, କାରଣ ତୁମ୍ଭେମାନେ ମୋତେ ସବୁବେଳେ ସ୍ମରଣ କରୁଛ ଓ ମୁଁ ତୁମ୍ଭମାନଙ୍କୁ ଦେଇଥିବା ଶିକ୍ଷାସବୁ ପାଳନ କରୁଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି। Gade chapit la |
କିନ୍ତୁ ତୀମଥି ତୁମ୍ଭମାନଙ୍କ ପାଖରୁ ଆମ୍ଭମାନଙ୍କ ପାଖକୁ ଫେରି ଆସିଛନ୍ତି। ସେ ତୁମ୍ଭମାନଙ୍କର ବିଶ୍ୱାସ ଓ ପ୍ରେମର ସୁଖବର ଆମ୍ଭକୁ ଦେଇଛନ୍ତି। ତୁମ୍ଭେମାନେ ଆମ୍ଭକୁ ସର୍ବଦା ମନେ ପକାଉଛ ବୋଲି ତୀମଥି ଆମ୍ଭକୁ କହିଲେ। ତୁମ୍ଭେମାନେ ଆମ୍ଭକୁ ଆଉଥରେ ଦେଖିବାକୁ ଗଭୀର ଭାବରେ ଗ୍ଭହଁ ବୋଲି ସେ ଆମ୍ଭକୁ କହିଲେ। ଆମ୍ଭର ମଧ୍ୟ ସେହି ଇଚ୍ଛା। ଆମ୍ଭେମାନେ ତୁମ୍ଭକୁ ଦେଖିବାକୁ ପ୍ରବଳ ଆଗ୍ରହୀ।