Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:6 - ପବିତ୍ର ବାଇବଲ

6 ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା'ହେଲେ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ତନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ।

Gade chapit la Kopi

ଓଡିଆ ବାଇବେଲ

6 କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କୌଣସି ନାରୀ ଯଦି ତା’ ମସ୍ତକ ଆଚ୍ଛାଦନ କରିବାକୁ ନ ଚାହେଁ, ତେବେ ତା’ ମସ୍ତକର କେଶ କଟାଯାଉ। କିନ୍ତୁ କେଶ କଟା ହେବା କିମ୍ବା ମୁଣ୍ଡିତ ହେବା, ନାରୀ ପକ୍ଷରେ ଲଜ୍ଜାଜନକ ହୋଇଥିବାରୁ, ସେ ମସ୍ତକ ଆଚ୍ଛାଦନ କରିବା ଉଚିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ।

Gade chapit la Kopi




୧ କରିନ୍ଥୀୟ 11:6
5 Referans Kwoze  

“ଜଣେ ସ୍ତ୍ରୀଲୋକ ପୁରୁଷ ଲୋକମାନଙ୍କର ପୋଷାକ ପିନ୍ଧିବ ନାହିଁ। ଏବଂ ଜଣେ ପୁରୁଷ କେବେବି ସ୍ତ୍ରୀ ଲୋକର ପୋଷାକ ପିନ୍ଧିବ ନାହିଁ। ଏସବୁ ତୁମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।


ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ଯାହା ତା'ର ଦୋଷକୁ ଅନାବୃତ କରେ, ତାହାର ହସ୍ତରେ ଦେବ; ପୁଣି ଯାଜକ ଆପଣା ହସ୍ତରେ ଶାପ ଜନକ ତିକ୍ତ ଜଳ ରଖିବ ତାହା ଅଭିଶାପ ଆଣିବ।


ପାଉଲ ସେଠାରେ ଭାଇମାନଙ୍କ ସହିତ ଅନେକ ଦିନ ରହିଲେ। ତା'ପରେ ସେ ବିଦାୟ ନେଇ ଜଳପଥରେ ସୁରିଆ ଦେଶକୁ ଗଲେ। ତାହାଙ୍କ ସହିତ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ମଧ୍ୟ ଗଲେ। ପରମେଶ୍ୱରଙ୍କ ନିକଟରେ ଏକ ଶପଥ କରିଥିବାରୁ ପାଉଲ କେଙ୍କ୍ରେୟାରେ ଲଣ୍ଡା ହେଲେ।


ପ୍ରତ୍ୟେକ ସ୍ତ୍ରୀ ମସ୍ତକ ଆଚ୍ଛାଦନ କରି ଭବିଷ୍ୟଦ୍‌‌ବାଣୀ ଓ ପ୍ରାର୍ଥନା କରିବା ଉଚିତ୍। ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍‌‌ବାଣୀ କହେ, ସେ ନିଜର ମସ୍ତକର ଅପମାନ କରେ। ଏହା ସେହି ସ୍ତ୍ରୀଲୋକର ମୁଣ୍ଡରେ ବାଳ ନ ଥିବା ସମାନ।


କିନ୍ତୁ ଜଣେ ପୁରୁଷ ନିଜର ମସ୍ତକ ଆଚ୍ଛାଦନ କରିବା ଅନୁଚିତ୍, କାରଣ ସେ ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସୃଷ୍ଟି ତାହାଙ୍କର ଗୌରବ ଅଟେ। କିନ୍ତୁ ଜଣେ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ ଅଟେ।


Swiv nou:

Piblisite


Piblisite