Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:9 - ପବିତ୍ର ବାଇବଲ

9 ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହୋଇ ନ ଥିଲା; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହୋଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା।

Gade chapit la Kopi

ଓଡିଆ ବାଇବେଲ

9 ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ପୁଣି ପୁରୁଷର ସୃଷ୍ଟି ନାରୀ ନିମିତ୍ତ ନୁହେଁ; ମାତ୍ର ନାରୀର ସୃଷ୍ଟି ପୁରୁଷ ନିମିତ୍ତ। ଏଥିପାଇଁ ପୁରୁଷର କର୍ତ୍ତୃତ୍ୱ ନାରୀ ଉପରେ ଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା।

Gade chapit la Kopi




୧ କରିନ୍ଥୀୟ 11:9
5 Referans Kwoze  

ଏହା ପରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମୁଁ ଦେଖି ପାରୁଛି ଯେ ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପଯୁକ୍ତ ସହକାରିଣୀ ନିର୍ମାଣ କରିବି।”


ମନୁଷ୍ୟ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶରେ ଉଡ଼ୁଥିବା ପକ୍ଷୀ ଏବଂ ପ୍ରତ୍ୟେକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା’ ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନ ଥିଲା।


ସଦାପ୍ରଭୁ ପରମେଶ୍ୱର ମନୁଷ୍ୟର ପଞ୍ଜରା ହାଡ଼ରୁ ଏକ ସ୍ତ୍ରୀ ନିର୍ମାଣ କଲେ ଏବଂ ମନୁଷ୍ୟ ନିକଟକୁ ତାହାକୁ ଆଣିଲେ।


ଜଣେ ସ୍ତ୍ରୀ ଅଧୀନତାର ଚିହ୍ନ ସ୍ୱରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ୱର୍ଗଦୂତମାନଙ୍କ ଲାଗି ମଧ୍ୟ ସେ ଏହା କରିବା ଉଚିତ୍।


Swiv nou:

Piblisite


Piblisite