୧ କରିନ୍ଥୀୟ 12:1 - ପବିତ୍ର ବାଇବଲ1 ଭାଇ ଓ ଭଉଣୀମାନେ! ଆତ୍ମିକ ଦାନଗୁଡ଼ିକ ବିଷୟରେ ମୁଁ ତୁମ୍ଭମାନଙ୍କୁ ବୁଝାଇବାକୁ ଇଚ୍ଛା କରୁଛି। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ଭାଇମାନେ, ଆତ୍ମିକ ଦାନ ସମ୍ଵନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ। Gade chapit laଓଡିଆ ବାଇବେଲ1 ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ । Gade chapit laପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ପବିତ୍ରଆତ୍ମାଙ୍କ ଦାନସମୂହ ବିଷୟରେ ମୁଁ ତୁମ୍ଭମାନଙ୍କୁ ପ୍ରକୃତ ସତ୍ୟ ଜଣାଇବାକୁ ଚାହେଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ। Gade chapit la |
ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଗ୍ଭହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବାରେ ସାହାଯ୍ୟ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାଯ୍ୟ କରିଥିଲି, ସେହିପରି ତୁମ୍ଭମାନଙ୍କୁ ମୁଁ ସାହାଯ୍ୟ କରିବାକୁ ଗ୍ଭହେଁ।