Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 12:16 - ପବିତ୍ର ବାଇବଲ

16 କାନ କହିପାରେ: “ମୁଁ ଆଖି ନୁହେଁ, ଅତଏବ ମୋର ଶରୀରର ଅଙ୍ଗ ନୁହେଁ,” କିନ୍ତୁ ଏହା କହିବା ଦ୍ୱାରା କ’ଣ ସେ ଶରୀରର ଅଙ୍ଗ ହୋଇ ରହିବ ନାହିଁ କି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 କାନ ଯଦି କୁହେ, “ମୁଁ ଆଖି ନୁହେଁ, ତେଣୁ ଶରୀରର ଅଂଶବିଶେଷ ନୁହେଁ”; ତେବେ ଏହି କାରଣରୁ ସେ ମଧ୍ୟ ଶରୀରରୁ ପୃଥକ୍ ହୋଇ ରହିପାରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।

Gade chapit la Kopi




୧ କରିନ୍ଥୀୟ 12:16
6 Referans Kwoze  

ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନେ କର।


ସ୍ୱାର୍ଥପରତା ଓ ଗର୍ବ ହେତୁ କୌଣସି କାମ କର ନାହିଁ। ନମ୍ର ହୁଅ ଓ ଅନ୍ୟ ଲୋକମାନଙ୍କୁ ନିଜଠାରୁ ଅଧିକ ସମ୍ମାନ ଦିଅ।


ବରଂ ଅନ୍ୟ ପକ୍ଷରେ ଶରୀରର ଯେଉଁ ଅଙ୍ଗଗୁଡ଼ିକ ଦୁର୍ବଳ ବୋଲି ବୋଧହୁଏ, ସେହିସବୁ ପ୍ରକୃତରେ ଗୁରୁତ୍ୱପୂର୍ଣ୍ଣ ଅଟେ।


ଭଲ କାର୍ଯ୍ୟରେ ଜଡ଼ିତ ହୁଅ। ଭାଇ ଓ ଭଉଣୀଙ୍କ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ରେମ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଗ୍ଭହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀ ମାନଙ୍କୁ ଦିଅ।


ଯଦି ଗୋଡ଼ କୁହେ: “ମୁଁ ହାତ ନୁହେଁ, ଅତଏବ, ମୁଁ ଶରୀରର ଅଙ୍ଗ ନୁହେଁ।” କିନ୍ତୁ ଏହା କହିବା ଦ୍ୱାରା କ’ଣ ସେ ଶରୀରର ଅଙ୍ଗ ହୋଇ ରହିବ ନାହିଁ କି?


ସମ୍ପୂର୍ଣ୍ଣ ଶରୀର ଗୋଟିଏ ଆଖି ଦେଇଥା’ନ୍ତା, ତେବେ ସେ ଶରୀର ଶୁଣିପାରନ୍ତା କିପରି? ଯଦି ସମ୍ପୂର୍ଣ୍ଣ ଶରୀରଟି ଗୋଟିଏ କାନ ହୋଇଥା’ନ୍ତା ତା'ହେଲେ ଶରୀର ଶୁଙ୍ଘିବା ପାଇଁ ସମର୍ଥ ହୁଅନ୍ତା କିପରି?


Swiv nou:

Piblisite


Piblisite