Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 13:11 - ପବିତ୍ର ବାଇବଲ

11 ମୁଁ ଯେତେବେଳେ ଶିଶୁଥିଲି, ମୁଁ ଶିଶୁ ପରି କହୁଥିଲି, ମୁଁ ଶିଶୁ ପରି ବିଗ୍ଭର କରୁଥିଲି, ମୁଁ ଶିଶୁ ପରି ଯୋଜନା କରୁଥିଲି। ଯେତେବେଳେ ମୁଁ ବୟସ୍କ ହେଲି, ମୁଁ ସେହି ଶିଶୁ ବେଳର କଥାଗୁଡ଼ିକୁ ଛାଡ଼ି ଦେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି।

Gade chapit la Kopi

ଓଡିଆ ବାଇବେଲ

11 ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ମୁଁ ଶିଶୁ ଥିଲାବେଳେ ମୋର କଥାବାର୍ତ୍ତା, ଅନୁଭୂତି ଓ ଚିନ୍ତାଧାରା ଶିଶୁସୁଲଭ ଥିଲା। କିନ୍ତୁ ବୟଃପ୍ରାପ୍ତ ହେଲା ପରେ ବର୍ତ୍ତମାନ ମୁଁ ଆଉ ଶିଶୁ ପରି ଆଚରଣ କରୁ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି।

Gade chapit la Kopi




୧ କରିନ୍ଥୀୟ 13:11
8 Referans Kwoze  

ଭାଇ ଓ ଭଉଣୀମାନେ, ବୁଦ୍ଧିରେ ପିଲାମାନଙ୍କ ପରି ହୁଅ ନାହିଁ ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ ଓ ବୁଦ୍ଧିରେ ପୂର୍ଣ୍ଣ ବୟସ୍କ ହୁଅ।


ମୁଁ କହୁଛି ଯେ, ଯେପର୍ଯ୍ୟନ୍ତ ଜଣେ ଉତ୍ତରାଧିକାରୀ ଶିଶୁ ଅବସ୍ଥାରେ ଅଛି, ସେ ସମସ୍ତ ସମ୍ପତ୍ତିର ମାଲିକ ହୋଇଥିଲେ ମଧ୍ୟ, ଜଣେ ଦାସଠାରୁ ବେଶି ଭିନ୍ନ ନୁହେଁ।


ତୁମ୍ଭେ ମନରୁ ବିରକ୍ତି, ବାହାର କରିଦିଅ ଏବଂ ତୁମ୍ଭର ଶରୀରକୁ ଖରାପ ଜିନିଷଠାରୁ ଦୂରରେ ରଖ, କାରଣ ବାଲ୍ୟାବସ୍ଥା ଏବଂ ଯୌବନ ଅର୍ଥହୀନ ଅଟେ।


ସେ ସମୟରେ ଶାମୁୟେଲ ସଦାପ୍ରଭୁଙ୍କୁ ଜାଣି ନ ଥିଲା, କାରଣ ସଦାପ୍ରଭୁ ତାଙ୍କଠାରେ ତାଙ୍କର ବାକ୍ୟ କଥା ପ୍ରକାଶ କରି ନ ଥିଲେ।


ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।”


କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ସମସ୍ତ ଆଂଶିକ ବିଷୟ ଲୋପ ହେବ।


ସେହି ପ୍ରକାର ଆମ୍ଭେ ଗୋଟିଏ ଦର୍ପଣ ସାହାଯ୍ୟରେ ଦେଖୁଛୁ, କିନ୍ତୁ ସେତେବେଳେ ଆମ୍ଭେ ପୁଷ୍ପ ଦେଖିବା। ମୁଁ ଏବେ କେବଳ ଆଂଶିକଭାବରେ ଜାଣିଛି, କିନ୍ତୁ ସେତେବେଳେ ପରମେଶ୍ୱର ମୋତେ ଯେପରି ଜାଣିଛନ୍ତି, ସେହିପରି ମୁଁ ସମ୍ପୂର୍ଣ୍ଣ ଭାବରେ ଜାଣିବି।


Swiv nou:

Piblisite


Piblisite