୧ କରିନ୍ଥୀୟ 13:6 - ପବିତ୍ର ବାଇବଲ6 ସେ ଅଧର୍ମରେ କଦାପି ଆନନ୍ଦ କରେ ନାହିଁ, ମାତ୍ର ସେ ସତ୍ୟରେ ଆନନ୍ଦ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; Gade chapit laଓଡିଆ ବାଇବେଲ6 ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; Gade chapit laପବିତ୍ର ବାଇବଲ (CL) NT (BSI)6 ପ୍ରେମ ଅଧର୍ମରେ ଆନନ୍ଦ କରେ ନାହିଁ, ସତ୍ୟରେ ତା’ର ଆନନ୍ଦ। ପ୍ରେମ ସବୁ କିଛି ସହ୍ୟ କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; Gade chapit la |
ଯଦି ସେମାନେ ମୋ’ ପାଇଁ ବିପଦ ସୃଷ୍ଟି କରନ୍ତି, ମୁଁ ସେଥିପାଇଁ ଚିନ୍ତିତ ନୁହେଁ। ମୁଖ୍ୟ କଥା ହେଲା ଯେ ସେମାନେ ଖ୍ରୀଷ୍ଟଙ୍କ ବିଷୟରେ କହୁଛନ୍ତି। ମୁଁ ମଧ୍ୟ ଗ୍ଭହେଁ ଯେ ସେମାନେ ଖ୍ରୀଷ୍ଟଙ୍କ ବିଷୟରେ ଲୋକମାନଙ୍କୁ କୁହନ୍ତୁ। ସେମାନେ ଭଲ ଉଦ୍ଦେଶ୍ୟ ରଖି ସେହିପରି କରନ୍ତୁ। କିନ୍ତୁ ଉଦ୍ଦେଶ୍ୟ ଭଲ ହେଉ ବା ମନ୍ଦ, ପ୍ରଗ୍ଭର ତ ଯୀଶୁଙ୍କର ହେଉଛି, ସେଥିପାଇଁ ମୁଁ ଆନନ୍ଦିତ। ମୁଁ ଆନନ୍ଦିତ ହେଉଥିବି ମଧ୍ୟ।
ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”