Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:16 - ପବିତ୍ର ବାଇବଲ

16 ଯଦି ମୃତମାନେ ଉ‌ତ୍‌‌ଥିତ ହୁଅନ୍ତି ନାହିଁ, ତା'ହେଲେ ଯୀଶୁ ଖ୍ରୀଷ୍ଟ ମଧ୍ୟ ଉ‌ତ୍‌‌ଥିତ ହୋଇ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;

Gade chapit la Kopi

ଓଡିଆ ବାଇବେଲ

16 ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାଁନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ମୃତମାନେ ପୁନରୁତ୍ଥିତ ହୋଇ ନ ପାରିଲେ, ଖ୍ରୀଷ୍ଟ କିପରି ପୁନରୁତ୍ଥିତ ହୁଅନ୍ତେ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;

Gade chapit la Kopi




୧ କରିନ୍ଥୀୟ 15:16
5 Referans Kwoze  

ଆମ୍ଭେ ମଧ୍ୟ ପରମେଶ୍ୱରଙ୍କ ବିଷୟରେ ମିଛ କହିଥିବା ଅପରାଧରେ ଅପରାଧୀ। କାରଣ ଆମ୍ଭେ ପରମେଶ୍ୱରଙ୍କ ବିଷୟରେ ପ୍ରଗ୍ଭର କରିଛୁ ଯେ, ସେ ଯୀଶୁଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ଯଦି ମୃତମାନେ ଉ‌ତ୍‌‌ଥିତ ନ ହୁଅନ୍ତି, ତା'ହେଲେ ପରମେଶ୍ୱର ମଧ୍ୟ ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉଠାଇ ନାହାନ୍ତି।


ଯଦି ଖ୍ରୀଷ୍ଟ ମୃତ୍ୟୁରୁ ଉଠି ନାହାନ୍ତି, ତା'ହେଲେ ତୁମ୍ଭ ବିଶ୍ୱାସର କିଛି ମୂଲ୍ୟ ନାହିଁ। ତୁମ୍ଭେମାନେ ଏ ପର୍ଯ୍ୟନ୍ତ ନିଜ ନିଜ ପାପରେ ଅଛ।


ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଯଦି ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା'ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ୟ ସେ ତାହାଙ୍କର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରଦାନ କରିବେ।


ଯୀଶୁ ଖ୍ରୀଷ୍ଟଙ୍କୁ କବର ଦିଆ ହେଲା ଓ ତୃତୀୟ ଦିନରେ ସେ ମୃତ୍ୟୁରୁ ଉଠିଲେ।


ଯଦି ଲୋକମାନେ ମୃତ୍ୟୁରୁ ଆଦୌ ଉ‌ତ୍‌‌ଥିତ ହେବେ ନାହିଁ, ତା'ହେଲେ ଯେଉଁମାନେ ମୃତମାନଙ୍କ ପାଇଁ ବାପ୍ତିଜିତ ହୋଇଛନ୍ତି, ସେମାନେ କ’ଣ କରିବେ? ଯଦି ମୃତମାନେ ଆଦୌ ଉ‌ତ୍‌‌ଥିତ ହେବେ ନାହିଁ, ତା'ହେଲେ କାହିଁକି ସେମାନଙ୍କ ପାଇଁ ଲୋକମାନଙ୍କୁ ବାପ୍ତିଜିତ କରାଯାଇଥାଏ?


Swiv nou:

Piblisite


Piblisite