Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 15:7 - ପବିତ୍ର ବାଇବଲ

7 ତା'ପରେ ଖ୍ରୀଷ୍ଟ ଯାକୁବ ଓ ପରେ ସମସ୍ତ ପ୍ରେରିତମାନଙ୍କୁ ଆଉଥରେ ଦେଖା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତତ୍ପରେ ଯେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତଙ୍କୁ ଦର୍ଶନ ଦେଲେ;

Gade chapit la Kopi

ଓଡିଆ ବାଇବେଲ

7 ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତଙ୍କୁ ଦର୍ଶନ ଦେଲେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ଏହା ପରେ ସେ ଯାକୁବ ଓ ସମସ୍ତ ପ୍ରେରିତ ଶିଷ୍ୟଙ୍କୁ ଦର୍ଶନ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତମାନଙ୍କୁ ଦର୍ଶନ ଦେଲେ;

Gade chapit la Kopi




୧ କରିନ୍ଥୀୟ 15:7
5 Referans Kwoze  

ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଯିରୁଶାଲମରୁ ବେଥନୀୟାକୁ କଢ଼ାଇ ନେଇଗଲେ। ଯୀଶୁ ତାହାଙ୍କର ହାତ ଟେକି ଶିଷ୍ୟମାନଙ୍କୁ ଆଶୀର୍ବାଦ କଲେ।


ଏହି ଦୁଇଜଣ ଲୋକ ଏହିସବୁ କଥା ବର୍ଣ୍ଣନା କରୁଥିବା ସମୟରେ ନିଜେ ଯୀଶୁ ଶିଷ୍ୟଦଳଙ୍କ ଭିତରେ ଠିଆ ହୋଇଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।”


ତା'ପରେ ସେମାନେ ଉଠି ପଡ଼ିଲେ ଓ ଯିରୁଶାଲମକୁ ଫେରିଗଲେ। ଯିରୁଶାଲମରେ ସେମାନେ ଯୀଶୁଙ୍କ ଶିଷ୍ୟଗଣ ଓ ଏଗାର ଜଣ ପ୍ରେରିତଙ୍କୁ ଏକତ୍ରିତ ହୋଇଥିବାର ଦେଖିଲେ।


ପିତର ସେମାନଙ୍କୁ ହାତରେ ଠାରି ଚୁ‌ପ୍‌ ରହିବାକୁ କହିଲେ। ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାରକରି ଆଣିଲେ, ସେ ସବୁ କଥା ପିତର ସେମାନଙ୍କୁ ବୁଝାଇ କହିଲେ। ସେ ଏ ବିଷୟରେ ଯାକୁବ ଓ ଅନ୍ୟ ଭାଇମାନଙ୍କୁ ଜଣେଇବା ପାଇଁ କହିଲେ। ତା'ପରେ ସେ ଅନ୍ୟ ସ୍ଥାନକୁ ଗ୍ଭଲିଗଲେ।


Swiv nou:

Piblisite


Piblisite