Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 16:4 - ପବିତ୍ର ବାଇବଲ

4 ଯଦି ମୋର ମଧ୍ୟ ଯିବାର ହୁଏ ସେମାନେ ମଧ୍ୟ ମୋ’ ସହିତ ଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋ' ସାଙ୍ଗରେ ଯିବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 କିନ୍ତୁ ମୋର ଯିବା ଆବଶ୍ୟକ ହେଲେ, ସେମାନେ ମୋ’ ସହିତ ଯାଇ ପାରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ।

Gade chapit la Kopi




୧ କରିନ୍ଥୀୟ 16:4
5 Referans Kwoze  

ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନେଇ ଯିବା କାର୍ଯ୍ୟରେ ମଣ୍ଡଳୀ ସମୂହ ତାହାଙ୍କୁ ନିଯୁକ୍ତ କରିଛନ୍ତି। ଏହି ସେବା ଦ୍ୱାରା ପ୍ରଭୁଙ୍କ ମହିମା ହେବ ଓ ଆମ୍ଭେ ଯେ ପ୍ରକୃତରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ।


କିନ୍ତୁ ସେମାନେ ଆଗ୍ରହ ପୂର୍ବକ, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ଏହି ସେବା କାର୍ଯ୍ୟରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ।


ପରମେଶ୍ୱରଙ୍କ ଲୋକଙ୍କ ସେବାରେ ଏବେ ମୁଁ ଯିରୁଶାଲମ ଯାଉଛି।


ସେଠାରେ ପହଞ୍ଚିଲା ପରେ, ତୁମ୍ଭେମାନେ ଯେଉଁ ବ୍ୟକ୍ତିମାନଙ୍କୁ ବାଛିବ, ମୁଁ ସେମାନଙ୍କର ପରିଚୟ ପତ୍ର ସହିତ ତୁମ୍ଭମାନଙ୍କର ଦାନ ଯିରୁଶାଲମକୁ ପଠାଇ ଦେବି।


ମୋର ମାକିଦନିଆ ବାଟ ଦେଇ ଯିବା କାର୍ଯ୍ୟକ୍ରମ ଅଛି। ମାକିଦନିଆ ବାଟ ଦେଇ ଗଲା ପରେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି।


Swiv nou:

Piblisite


Piblisite