୧ କରିନ୍ଥୀୟ 3:10 - ପବିତ୍ର ବାଇବଲ10 ଜଣେ ଦକ୍ଷ ଗୃହନିର୍ମାଣକାରୀ ଭଳି ମୁଁ ସେ ଘରର ଭିତ୍ତି ସ୍ଥାପନ କଲି। ପରମେଶ୍ୱରଙ୍କ ଦତ୍ତ ଅନୁଗ୍ରହ ମୁଁ ସେଥିପାଇଁ ବ୍ୟବହାର କଲି। ଅନ୍ୟମାନେ ସେହି ଭିତ୍ତିଭୂମି ଉପରେ ଗୃହ ନିର୍ମାଣ କରିବେ, କିନ୍ତୁ ପ୍ରତ୍ୟେକ ଲୋକ ନିର୍ମାଣ କଲାବେଳେ ସେ କିପରି ନିର୍ମାଣ କରୁଛି। ଏବିଷୟରେ ସତର୍କ ହେବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)10 ମୋତେ ଦତ୍ତ ଈଶ୍ଵରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ଵନ୍ଧରେ ସାବଧାନ ହେଉ। Gade chapit laଓଡିଆ ବାଇବେଲ10 ମୋତେ ଦିଆଯାଇଥିବା ଈଶ୍ୱରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ବନ୍ଧରେ ସାବଧାନ ହେଉ । Gade chapit laପବିତ୍ର ବାଇବଲ (CL) NT (BSI)10 ଈଶ୍ୱରଦତ୍ତ ଅନୁଗ୍ରହ ଅନୁଯାୟୀ ଜଣେ ଦକ୍ଷ ନିର୍ମାଣକାରୀ ଭାବରେ ମୁଁ ମୂଳଦୁଆ ପକାଇଛି। ଅନ୍ୟ ଜଣେ ଏହି ମୂଳଦୁଆ ଉପରେ ନିର୍ମାଣ କରୁଛି। କିନ୍ତୁ ନିର୍ମାଣ କଲାବେଳେ ଆମେ ପ୍ରତ୍ୟେକେ ସତର୍କ ହେବା ଆବଶ୍ୟକ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୋତେ ଦିଆଯାଇଥିବା ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରେ, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରେ। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରେ, ସେ ସମ୍ବନ୍ଧରେ ସାବଧାନ ହେଉ। Gade chapit la |