୧ କରିନ୍ଥୀୟ 3:15 - ପବିତ୍ର ବାଇବଲ15 କିନ୍ତୁ ଯେଉଁ ଲୋକର କାର୍ଯ୍ୟ ନିଆଁରେ ଭସ୍ମ ହୋଇଯିବ, ସେ କ୍ଷତି ସହିବ। ସେ ଲୋକ ରକ୍ଷା ପାଇବ, କିନ୍ତୁ ସେ ସେହି ଜ୍ୱଳନ୍ତ ନିଆଁରୁ ଯେପରି ଉଦ୍ଧାର ହେଲା ଭଳି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଯଦି କାହାରି କର୍ମ ପୋଡ଼ିଯିବ, ତାʼର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ। Gade chapit laଓଡିଆ ବାଇବେଲ15 ଯଦି କାହାରି କର୍ମ ପୋଡ଼ିଯିବ, ତା'ର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲାପରି ହେବ । Gade chapit laପବିତ୍ର ବାଇବଲ (CL) NT (BSI)15 ଯାହାର କାର୍ଯ୍ୟ ଧ୍ୱଂସ ପାଇବ, ସେ ସେଥିରୁ ବଞ୍ଚିତ ହେବ, କିନ୍ତୁ ପରୀକ୍ଷାରୁ ଉଦ୍ଧାରପ୍ରାପ୍ତ ବ୍ୟକ୍ତି ପରି ସେ ନିଜେ ରକ୍ଷା ପାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯଦି କାହାରି କର୍ମ ପୋଡ଼ିଯିବ, ତାହାର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ। Gade chapit la |
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମୋ'ଠାରୁ ଅଗ୍ନିରେ ଖାଣ୍ଟି ହୋଇଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତରେ ଧନୀ ହୋଇଯିବ। ମୁଁ ତୁମ୍ଭକୁ ଏହା କହୁଛି: ଧଳା ବସ୍ତ୍ର କିଣ। ତେବେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘୋଡ଼େଇ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖିରେ ଲଗାଇବା ପାଇଁ ମଧ୍ୟ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତରେ ଦେଖି ପାରିବ।