୧ କରିନ୍ଥୀୟ 3:16 - ପବିତ୍ର ବାଇବଲ16 ତୁମ୍ଭେମାନେ ଜାଣି ରଖିବା ଉଚିତ୍ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କ ମନ୍ଦିର ଅଟ, ଏବଂ ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କଠାରେ ବାସ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ଵରଙ୍କ ମନ୍ଦିର, ଆଉ ଈଶ୍ଵରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି; Gade chapit laଓଡିଆ ବାଇବେଲ16 ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)16 ତୁମେ ନିଶ୍ଚିତରୂପେ ଜାର ଯେ ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି; Gade chapit la |
ଅଥବା, ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ। ନିଜକୁ ପ୍ରତାରଣା କର ନାହିଁ। ଯେଉଁମାନେ ଯୌନଗତ ପାପ କରନ୍ତି, ପୁଣି ମୂର୍ତ୍ତିପୂଜକ, ବ୍ୟଭିଗ୍ଭରୀ, ସମଲିଙ୍ଗୀ, ସ୍ୱାର୍ଥପର, ଗ୍ଭେର, ମଦୁଆ, ପରନିନ୍ଦକ ଓ ଠକୁଆ, ସେମାନେ ପରମେଶ୍ୱରଙ୍କ ରାଜ୍ୟର ଉତ୍ତରାଧିକାରୀ ହେବେ ନାହିଁ।
ଏହା ନିଶ୍ଚିତ ଭାବରେ ତୁମ୍ଭେମାନେ ଜାଣ ଯେ ଯେତେବେଳେ ତୁମ୍ଭେମାନେ ଦାସ ଭଳି ନିଜକୁ ସମର୍ପଣ କର, ସେତେବେଳେ ତୁମ୍ଭେମାନେ ପ୍ରକୃତରେ ସେହି ଲୋକର ଦାସ ଅଟ। ଯେଉଁ ଲୋକକୁ ତୁମ୍ଭେମାନେ ମାନିବ ସେ ହେଉଛି ତୁମ୍ଭର ମାଲିକ। ତୁମ୍ଭେମାନେ ପାପର ଗ୍ଭକର ହୋଇ ପାରିବ ବା ପରମେଶ୍ୱରଙ୍କୁ ମାନିବ। ପାପ ଆଧ୍ୟାତ୍ମିକ ମୃତ୍ୟୁ ଆଣି ଦିଏ। କିନ୍ତୁ ପରମେଶ୍ୱରଙ୍କୁ ମାନିଲେ, ପରମେଶ୍ୱରଙ୍କଠାରେ ତୁମ୍ଭେମାନେ ଧାର୍ମିକ ବୋଲି ଗଣିତ ହୁଅ।